ବିବାଦରେ ଦୀପିକାଙ୍କ ନୂଆ ବିଜ୍ଞାପନ, ଚୋରି ଅଭିଯୋଗ ଆଣିଲେ…

ବମ୍ବେ: ବିବାଦରେ ଫସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌। ଏକ ନୂଆ ବିଜ୍ଞାପନକୁ ନେଇ ସେ ଅଡୁଆରେ ଫସିଛନ୍ତି। ଜିନ୍ସ କମ୍ପାନୀର ଏହି ବିଜ୍ଞାପନଟିରେ ବିଷୟବସ୍ତୁକୁ ଚୋରି କରାଯାଇଥିବା ଅଭିଯୋଗ ହୋଇଛି। ମାମଲାରେ ନିର୍ଦ୍ଦେଶକ ସୁନି ତୋପରେବାଲା ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରିଛନ୍ତି।

ବିଜ୍ଞାପନଟି ଅନ୍ତରାଷ୍ଟ୍ରୀୟ ବ୍ରାଣ୍ଡ ଲେଭିସ୍‌ର ଜିନ୍ସର । ଏହାର ଶୁଟିଂରେ ବ୍ୟବହାର ହୋଇଥିବା ସେଟ୍‌ ଏବଂ ବ୍ୟାକ୍‌ଗ୍ରାଉଣ୍ଡକୁ କପି କରାଯାଇଛି। ଭାରତରେ ଏଭଳି ଘଟଣା ବଢ଼ିବାରେ ଲାଗିଛି ବୋଲି କହି ସୁନି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ତେବେ ବଲିଉଡ୍‌ରେ ଅନେକ ଫିଲ୍ମର କାହାଣୀ, ପୋଷ୍ଟର, ସେଟ୍‌ ଡିଜାଇନ୍‌ ଏବଂ କନ୍‌ସେପ୍ଟ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହାଛଡ଼ା ବିଜ୍ଞାପନକୁ ନେଇ ମଧ୍ୟ ବିବାଦ ଉପୁଜୁଛି। ହେଲେ ଏଯାବତ ଦୀପିକା ଥିବା ବିଜ୍ଞାପନର ନିର୍ମାତା ଅଥବା କମ୍ପାନୀ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

 

View this post on Instagram

 

A post shared by Sooni Taraporevala (@soonifilms)


Enter your email to get our daily news in your inbox.

All Right Reserved By Dharitri.Com

ଅଟୋରୁ ଅଭିନେତାଙ୍କ ମୃତଦେହ ଉଦ୍ଧାର

ଜଣାଶୁଣା ତାମିଲ ଅଭିନେତା ଭିରୁଟଚଙ୍ଗାକିନ୍ଥଙ୍କ ମୃତଦେହକୁ ବୁଧବାର ଏକ ଅଟୋରୁ ଉଦ୍ଦାର କରାଯାଇଛି। ଦୀର୍ଘଦିନ ହେବ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମର ଅନୁସନ୍ଧାନରେ ରହିଥିଲେ। ଏବେ...

ସିନ୍ଦେଙ୍କୁ ନେଇ ଏମିତି କହିଲେ କଙ୍ଗନା

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଶିବସେନାର ଉଦ୍ଧବ ଠାକରେ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାରକୁ ନେଇ ବିବାଦରେ ଥିଲେ। ବର୍ତ୍ତମାନ କଙ୍ଗନା ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଏକନାଥ...

ଏବେ ବି ମନେପଡ଼େ ଆକାଶବାଣୀ କଟକ: ରବି ରାୟ

ଲୋକମାନଙ୍କୁ ପଥପ୍ରାନ୍ତ ନାଟକ ଜରିଆରେ ସଚେତନ କରିବାର ଉଦ୍ଦେଶ୍ୟ ନେଇ ଅଶୀଦଶକରେ ସୃଷ୍ଟି ହୋଇଥିଲା ‘ଲୋକଶକ୍ତି ସଂଗଠନ’। ଏହି ସଂଗଠନର ପରିକଳ୍ପିତ ପିତା ଥିଲେ ରବୀନ୍ଦ୍ର...

ଡିଆଇଡି ସୁପର ମମର ବିଜେତା ହେଲେ ହରିୟାଣାର ଶ୍ରମିକ ବର୍ଷା ବୁମରା

ମୁମ୍ବାଇ,୨୬ ।୯: ଡିଆଇଡି ସୁପର ମମ ଟ୍ରଫି ଜିତି ବର୍ଷା ବୁମରା ପୁଣିଥରେ ପ୍ରମାଣ କରିଛନ୍ତି ଯେ ପରିସ୍ଥିତି ଯାହା ବି ହେଉ ସ୍ୱପ୍ନକୁ ପୂରା...

ଜଷ୍ଟିନ ବିବର ଅସୁସ୍ଥ, କାମ କରୁନାହିଁ ମୁହଁର ଗୋଟିଏ ଭାଗ

ଓଟାୱା,୧୧ ।୬: ଅସୁସ୍ଥ ହୋଇ ପଡିଛନ୍ତି କାନାଡାର ପପଷ୍ଟାର ଜଷ୍ଟିନ ବିବର । ଏକ ଭାଇରସ ଆକ୍ରାନ୍ତ କରିବା ଫଳରେ ତାଙ୍କ ମୁହଁର ଅଧାଭାଗ ପକ୍ଷାଘାତ...

୪୮ ବର୍ଷରେ ନମ୍ରତା: ୪ ବର୍ଷ ଡେଟିଂ ପରେ ଧରି ଥିଲେ ମହେଶ ବାବୁଙ୍କ ହାତ

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ନମ୍ରତା ଶିରୋଦକର ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୨୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୯୯ରେ...

ଫିଲ୍ମ‘ରାଧେ ଶ୍ୟାମ’ ପ୍ରଥମ ଗୀତ ରିଲିଜ୍‌

ମୁମ୍ବାଇ : ସାଉଥ ସୁପରଷ୍ଟାର ପ୍ରଭାସ ଏବଂ ଅଭିନେତ୍ରୀ ପୂଜା ହେଗଡେଙ୍କ ଅଭିନୀତ ବହୁପ୍ରତୀକ୍ଷିତ ଫିଲ୍ମ‘ରାଧେ ଶ୍ୟାମ’କୁ ଦେଖିବା ପାଇଁ ଦର୍ଶକ ବେଶ ଉତ୍ସାହର ସହ...

କରୋନାରୁ ସୁସ୍ଥ ହେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ର ଅନେକ କଳାକାର କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ବି ହୋଇସାରିଛନ୍ତି। କିଛି କଳାକାରଙ୍କ ଜୀବନ ବି ଯାଇଛି। କିଛି ଦିନ ତଳେ ଅଭିନେତ୍ରୀ...

Advertisement
Archives

Model This Week