ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ସକାଳେ ଏନ୍‌ସିବି ନିକଟରେ ହାଜର ହୋଇଥିଲେ ଦୀପିକା ପାଦୁକୋନ। ଦୀପିକା ପହଞ୍ଚିବା ପରେ ଏନ୍‌ସିବିର ସ୍ବତନ୍ତ୍ର ଟିମ୍‌ ଡ୍ରଗ୍ସ ଲିଙ୍କ ନେଇ ପଚରାଉଚରା ଆରମ୍ଭ କରିଥିଲା। ଆଜି ସାଢ଼େ ୫ ଘଣ୍ଟା ଧରି ଦୀପିକା ଜେରାର ସମ୍ମୁଖୀନ ହୋଇଥିଲେ।

ତେବେ ଏହି ଜେରା ସମୟରେ ଦୀପିକା ଏକ ବଡ଼ କଥା ସ୍ବୀକାର କରିଛନ୍ତି। ମ୍ୟାନେଜର କରିସ୍ମା ପ୍ରକାଶଙ୍କ ସହ ହୋଇଥିବା ତାଙ୍କର ଡ୍ରଗ୍ସ ଚାଟ୍‌ କଥାକୁ ସେ ମାନିଛନ୍ତି। ମାତ୍ର କେବେ ଡ୍ରଗ୍ସ ନେଇନାହାନ୍ତି ବୋଲି ଏନ୍‌ସିବିକୁ କହିଥିଲେ। ଦୀପିକାଙ୍କ ଉତ୍ତରରେ ଏନ୍‌ସିବି ଅଧିକାରୀମାନେ ସନ୍ତୁଷ୍ଟ ନୁହନ୍ତି। ଦୀପିକା ଏବଂ କରିସ୍ମାଙ୍କୁ ଏନ୍‌ସିବି ଅଧିକାରୀ କେପିଏସ୍‌ ମାଲହୋତ୍ରା ଏବଂ ତାଙ୍କ ଟିମ୍‌ ଏହି ପ୍ରଶ୍ନ ପଚାରିଥିଲେ। ୨୦୧୭ରେ କୋକୋ କ୍ଲବରେ ଆୟୋଜିତ ହୋଇଥିବା ପାର୍ଟି ବିଷୟରେ ଦୀପିକାଙ୍କୁ ପଚରାଯାଇଥିଲା। ଏନ୍‌ସିବି ସ୍କାନରରେ ଆସିଥିବା ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି, ଜୟା ସାହା ଚାଟ୍‌ ଗ୍ରୁପ୍‌ର ଆଡମିନ୍‌ ଏବଂ କରିସ୍ମା ମଧ୍ୟ ଏଥିରେ ଅଛନ୍ତି। ସେମାନଙ୍କୁ ସୁଶାନ୍ତ ସିଂ ରାଜପୁତ ଏବଂ ତାଙ୍କ ଫାର୍ମହାଉସରେ ‘ଚିଚୋର’ ପାର୍ଟି ବିଷୟରେ ପଚରାଯାଇଥିଲା। ଏହି ପାର୍ଟିରେ ସେ ଡ୍ରଗ୍ସ ଖାଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri