ସକାଳୁ ଉଠି ପ୍ରଥମେ କେଉଁ କାମ କରନ୍ତି ପ୍ରଶ୍ନରେ ଏମିତି ଉତ୍ତର ଦେଲେ ଦୀପିକା…

ବଲିଉଡ୍‌ କଳାକାରମାନେ ପ୍ରଶଂସକଙ୍କ ସହ ସମ୍ପର୍କରେ ରହିବା ପାଇଁ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ଅନେକ ସମୟରେ ସେମାନେ ପ୍ରଶଂସକଙ୍କ ସହ ପ୍ରଶ୍ନ-ଉତ୍ତର ଖେଳ ଖେଳିଥାନ୍ତି। ଏଥିରେ ପ୍ରଶଂସକମାନେ କଳାକାରଙ୍କୁ ପ୍ରଶ୍ନ କରନ୍ତି ଏବଂ ସେମାନେ ତାହାର ଉତ୍ତର ଦେଇଥାନ୍ତି। ନିକଟରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ସହ ଏମିତି କିଛି ଘଟିଛି।
ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଦୀପିକା ପ୍ରଶଂସକଙ୍କ ସହ ପ୍ରଶ୍ନ-ଉତ୍ତର ଖେଳ ଖେଳିଥିଲେ। ପ୍ରଶଂସକମାନେ ତାଙ୍କୁ ଅନେକ ମଜାଦାର ପ୍ରଶ୍ନ କରିଥିଲେ, ଯାହାର ଉତ୍ତର ଦୀପିକା ମଜାଳିଆ ଶୈଳୀରେ ଦେଇଥିଲେ। ଜଣ ପ୍ରଶଂସକ ଦୀପିକାଙ୍କୁ ତାଙ୍କର ପ୍ରିୟ ଖାଦ୍ୟ ବିଷୟରେ ପ୍ରଶ୍ନ କରିଥିଲେ। ଉତ୍ତରରେ ସେକୁକିଜ୍‌ ବୋଲି କହିଥିଲେ। ଅନ୍ୟ ଜଣେ ପ୍ରଶଂସକ ତାଙ୍କୁ ସକାଳୁ ଉଠିବା ପରେ ପ୍ରଥମେ କେଉଁ କାମ କରନ୍ତି ବୋଲି ପ୍ରଶ୍ନ କରିଥିଲେ। ଏହି ପ୍ରଶ୍ନରେ ଦୀପିକା ଏକ ମଜାଦାର ଉତ୍ତର ଦେଇଛନ୍ତି। ସେ କହିଥିଲେ, ମୁଁ ପ୍ରଥମେ ଆଲାରାମ୍‌ ବନ୍ଦ କରେ।
ନିକଟରେ ଦୀପିକା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଏବଂ ଟୁଇଟରରୁ ସମସ୍ତ ପୋଷ୍ଟ ଡିଲିଟ କରିଦେଇଥିଲେ। ଏହି ଘଟଣା ପରେ ଦୀପିକାଙ୍କର ସମସ୍ତ ପ୍ରଶଂସକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ମାତ୍ର ଏବେ ବି ଦୀପିକା ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେଗ୍ନେଣ୍ଟ ଅଛି ବୋଲି କହି ଟ୍ରୋଲ୍‌ ହେଲେ ରାକ୍ଷୀ

ନୂଆଦିଲ୍ଲୀ: ବଲିଉଡ୍‌ ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ ସୋସିଆଲ୍‌ ମିଡିଆରେ କିଛି ନା କିଛି କୌତୁକ କରି ସବୁବେଳେ ସମାଲୋଚିତ ହୁଅନ୍ତି। ଦର୍ଶକ କୁହନ୍ତି ମୋଷ୍ଟ୍‌...

ଜାଭେଦ ଅଖତରଙ୍କୁ ମିଳିଲା ରିଚାର୍ଡ ଡକ୍ସିନ୍ସ ଟ୍ରଫି

ମୁମ୍ବାଇ: ରିଚାର୍ଡ ଡକ୍ସିନ୍ସ ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଜାଭେଦ ଅଖତରଙ୍କ ପାଖରେ ପହଞ୍ଚିଛି ଏହି ଟ୍ରଫି । ଏହାର ଏକ ଫଟୋ ନିକଟରେ ଦେଖିବାକୁ...

‘ନାଗିନ୍‌-୪’ ଛାଡ଼ିଲେ ଜାସ୍ମିନ

ବମ୍ବେ: ଟେଲି ଜଗତର ଲୋକପ୍ରିୟ ଧାରାବାହିକ ମଧ୍ୟରୁ ‘ନାଗିନ୍‌-୪’ ଅନ୍ୟତମ। ଏବେ ପ୍ରସାରିତ ହେଉଛି ଏହାର ଚତୁର୍ଥ ସିଜନ୍‌। ଶୋ’ରେ ବିଭିନ୍ନ ଭୂମିକାରେ ନିୟା ଶର୍ମା,...

ବିଗ୍‌ ବିଙ୍କୁ ଜଣେ ବ୍ୟକ୍ତି କହିଲେ ‘ଆପଣ କୋଭିଡ-୧୯ରେ ମରିଯାଆନ୍ତୁ’; ଆଉ ତା ପରେ..

ବମ୍ବେ: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଜୁଲାଇ ୧୧ରେ ଏହା ଜଣାପଡ଼ିବା ପରେ ପ୍ରଶଂସକମାନେ ତାଙ୍କ ଆରୋଗ୍ୟ କାମନା...

ସର୍ଜରୀ କରି ପୁରୁଷ ହେଲେ ସୁନ୍ଦରୀ ଅଭିନେତ୍ରୀ: ସିକ୍ସ୍‌ ପ୍ୟାକ୍‌ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଓ୍ବାଶିଂଟନ,୨୭।୫: ହଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଇଲେନ୍‌ ପେଜ୍‌ ନିଜର ସର୍ଜରୀ କରି ମହିଳାରୁ ପୁରୁଷ ପାଲଟି ଯାଇଛନ୍ତି। ପୁରୁଷ ଭାବେ ଏବେ ତାଙ୍କର ନାମ ଇଲିଓଟ୍‌...

ରାନୁଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍‌, ଫେବୃୟାରୀରେ ପରଦାକୁ ଆସିବ

ମୁମ୍ବାଇ: ରେଳଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳରୁ ସୋସିଆଲ ମିଡିଆ ସେନ୍‌ସେଶନ। ରାତାରାତି ବଦଳିଯାଇଥିଲା ରାନୁ ଭାଗ୍ୟ। ଲତା ମଙ୍ଗେସକରଙ୍କ ଗୀତ ‘ଏକ...

୨୧ବର୍ଷ ପରେ ଅଲଗା ହେଲେ ଅର୍ଜୁନ-ମେହେର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଜୁନ ରାମପାଲ ତାଙ୍କ ସ୍ତ୍ରୀ ମେହେର ଜେସିୟାଙ୍କଠାରୁ ଦୀର୍ଘ ୨୧ ବର୍ଷ ପରେ ବିଧିବଦ୍ଧ ଭାବେ ଅଲଗା ହୋଇଯାଇଥିବା ସୂଚନା ମିଳିଛି।...

ପ୍ରିୟଙ୍କାଙ୍କ ରେଷ୍ଟୁରାଣ୍ଟରେ ସିଙ୍ଗଡାର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ନିକଟରେ ବଲିଉଡର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଶିଳ୍ପ ଜଗତରେ ପ୍ରବେଶ କରିଛନ୍ତି। ସେ ନ୍ୟୁୟର୍କରେ ‘ସୋନା’ ନାମକ ଏକ ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛନ୍ତି। ନିକଟରେ...

Advertisement
Archives

Model This Week