ଝଗଡ଼ା ଖବର ଭିତରେ ସାମ୍ନାକୁ ଆସିଲା ଦୀପିକା-ରଣବୀରଙ୍କ ନୂଆ ଭିଡିଓ

ମୁମ୍ବାଇ: ବଲିଉଡର ମୋଷ୍ଟ ପପୁଲାର କପଲ ରଣବୀର ସିଂ ଓ ଦୀପିକା ପାଦୁକୋନଙ୍କ ବିବାହକୁ ୪ ବର୍ଷରୁ ଅଧିକ ସମୟ ହୋଇଗଲାଣି । ଏହା ପୂର୍ବରୁ ପ୍ରାୟ ୬ ବର୍ଷର ଡେଟିଂ ପରେ ଏମାନେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ପ୍ରଶଂସକ ଏହି ଯୋଡିକୁ ଖୁବ୍ ପସନ୍ଦ କରନ୍ତି । ନିକଟରେ ଏମାନଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଆଉ ଏହାକୁ ଦେଖିବା ପରେ ସମସ୍ତେ କହୁଥିଲେ ଦୀପବୀରଙ୍କ ମଧ୍ୟରେ ବୋଧହୁଏ ଝଗଡା ହୋଇଛି । କାରଣ ଉକ୍ତ ଭିଡିଓରେ ରଣବୀର ଦୀପିକାଙ୍କ ହାତ ଧରିବାକୁ ଚାହୁଁଥିଲେ ବି ସେ ଏହାକୁ ଅଣଦେଖା କରି ଚାଲି ଯାଇଥିଲେ । ଆଉ ଏମିତି ଏକ ଖବର ଆସିଥିଲା ଚର୍ଚ୍ଚାକୁ । ଏହି ଖବର ଭିତରେ ଏବେ ଦୀପବୀରଙ୍କ ଆଉ ଏକ ରୋମାଣ୍ଟିକ ଭିଡିଓ ସାମ୍ନାକୁ ଆସିଛି । ଯାହା ପ୍ରଶଂସକଙ୍କୁ ପୁଣି ଚମକାଇ ଦେଇଛି ।
ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଦୀପିକା ତାଙ୍କ ଡେବ୍ୟୁ ମୁଭି ‘ଓମ ଶାନ୍ତି’ର ଏକ ଡାଏଲଗ କହୁଥିବା ଶୁଣିବାକୁ ମିଳିଛି । ଆଉ ଏହାର ଜବାବରେ ଗୋଲିୟୋଁ କି ରାସଲିଳା ରାମ-ଲିଳାରେ ନିଜ ଅବତାରରେ ରଣବୀର କହୁଛନ୍ତି , ମୋତେ ପଚାର… ଏହାର ଗ୍ୟାରେଣ୍ଟି ମୁଁ ଦେଇ ପାରିବି ।
ଦୀପବୀରଙ୍କ ଏହି କେମଷ୍ଟ୍ରେିକୁ ଦେଖି ପ୍ରଶଂସକ ଖୁବ୍ ଖୁସି ହୋଇଛନ୍ତି । ଏମାନଙ୍କ ଭିତରେ ଯେ ସବୁ ଠିକ ଠାକ ଅଛି ତାହା ବି ସ୍ପଷ୍ଟ କରିଛନ୍ତି କପୁଲ । ହେଲେ ଏକ ଇଭେଣ୍ଟରେ ରେଡ କାର୍ପେଟରେ ଦୀପବୀରଙ୍କ ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଟେନସନ ବଢି ଯାଇଥିବା ବେଳେ ଏବେ ପ୍ରଶଂସକ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?