ପୁଣି ଦେଶକୁ ଗର୍ବିତ କଲେ ଦୀପିକା

ମୁମ୍ବାଇ: ବଲିଉଡ ନାୟିକା ଦୀପିକା ପାଦୁକୋନ ଗୋଟିଏ ପରେ ଗୋଟିଏ ହିଟ୍ ମୁଭି ଦେଇ ଦର୍ଶକଙ୍କ ମନ କିଣିଥିବା ବେଳେ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ବି ଦେଶକୁ ପ୍ରାଉଡ ଫିଲ କରାଉଛନ୍ତି । ପୁଣିଥରେ ଅଭିନେତ୍ରୀ ଦେଶକୁ ଗର୍ବ କରିବାର ମୌକା ଦେଇଛନ୍ତି । କଥା ହେଲା ଦୀପିକା ପାଦୁକୋନ ଓସ୍କାର ୨୦୨୩ରେ ପ୍ରେଜେଣ୍ଟର ଭାବେ ନଜର ଆସିବେ । ଗୁରୁବାର ରାତିରେ ଦୀପିକା ଇନଷ୍ଟାଗ୍ରାମରେ ସମସ୍ତ ପ୍ରେଜେଣ୍ଟରଙ୍କ ନାମ ସହ ଏକ ପୋଷ୍ଟ ଶେୟାର କରିଛନ୍ତି ।

ଦୀପିକା ପୋଷ୍ଟ ଶେୟାର କରିବା ପରେ କମେଣ୍ଟ ସେକସନରେ ଶୁଭେଚ୍ଛାର ସୁଅ ଛୁଟିଛି । ଦୀପିକାଙ୍କ ଭଉଣୀ ଅନିଶା ପାଦୁକୋନ କମେଣ୍ଟ ସେକସନରେ ଲେଖିଛନ୍ତି ‘ବୁମ’ । ଏପଟେ ଦୀପିକାଙ୍କ ପତି ରଣବୀର ସିଂ କମେଣ୍ଟ ସେକସନରେ କ୍ଲାପ ବାଲା ଇମୋଜି ପୋଷ୍ଟ କରିଛନ୍ତି । ଏପଟେ ପ୍ରଶଂସକମାନେ ବି ଦୀପିକାଙ୍କୁ ଏହି ଆଚିଭମେଣ୍ଟ ପାଇଁ ଖୁବ୍ ଶୁଭେଚ୍ଛା ଜଣାଇଛନ୍ତି । ସୂଚନାଯୋଗ୍ୟ, ୯୫ ତମ ଏକାଡେମୀ ଆୱାର୍ଡ ୧୨ ମାର୍ଚ୍ଚ(ଭାରତରେ ୧୩ ମାର୍ଚ୍ଚ)ରେ ଲସ ଆଞ୍ଜେଲସର ଡାଲି ଥିଏଟରରେ ଆୟୋଜିତ ହେବାକୁ ଯାଉଛି । ଚଳିତ ବର୍ଷ ଓସ୍କାରରେ ଭାରତ ପାଇଁ ଏକ ବିଶେଷ ବର୍ଷ କାରଣ ଏଥର କେବଳ ଗୋଟିଏ ନୁହେଁ ୩ଟି ଇଣ୍ଡିଆନ ଫିଲ୍ମ ଓସ୍କାର ଆୱାର୍ଡ ୨୦୨୩ ପାଇଁ ନୋମିନେଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?