ଅଲ୍ଲୁ ଅର୍ଜୁନଙ୍କ ସହ କାମ କରିବାକୁ ମନ ବଳାଇଛନ୍ତି ଦୀପିକା

ମୁମ୍ବାଇ: ପଦ୍ମାବତ ଫେମ ଦୀପିକା ପାଦୁକୋନ ଏବେ ଖୁବ୍ ଚର୍ଚ୍ଚାରେ । ସେ ଏବେ ତାଙ୍କ ଫିଲ୍ମ ‘ଗେହରାଇୟା’ର ପ୍ରମୋଶନରେ ବିଜି ଅଛନ୍ତି । ଫିଲ୍ମରେ ଅଭିନେତ୍ରୀ ଗୋଟିଏ ପରେ ଗୋଟିଏ ବୋଲ୍ଡ ସିନ୍ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ଏହି ପ୍ରମୋଶନ ସମୟରେ ତାଙ୍କୁ ଏମିତି ଏକ ପ୍ରଶ୍ନ ପଚରା ଯାଇଥିଲା ଯାହାର ଉତ୍ତରରେ ସେ ତାଙ୍କ ମନ କଥା ଖୋଲି କହିଛନ୍ତି । ତାଙ୍କ ପାଇଁ ପ୍ରଶ୍ନ ଥିଲା ଏବେ ସେ କାହା ସହିତ ମାନେ କେଉଁ କଳାକାରଙ୍କ ସହ କାମ କରିବାକୁ ଚାହୁଁଛନ୍ତି । ଉତ୍ତରରେ ଦୀପିକା କହିଥିଲେ ‘ପୁଷ୍ପା’ ଫିଲ୍ମର ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ସହ ସେ ଏବେ କାମ କରିବାକୁ ଚାହୁଁଛନ୍ତି । ଏହାସହ ଜୁନିୟର ଏନ୍‌ଟିଆର୍‌ଙ୍କ ସହ ବି ସେ କାମ କରିବାକୁ ମନ ବଳାଇଛନ୍ତି । କେବଳ ଦୀପିକା ନୁହେଁ ଏବେ ଅଧିକାଂଶ କଳାକାର ସାଉଥ୍ ଷ୍ଟାରଙ୍କ ସହ କାମ କରିବାକୁ ଚାହୁଁଛନ୍ତି । ଆଉ ଏକ ପ୍ରଶ୍ନର ଉତ୍ତରରେ ଦୀପିକା କହିଛନ୍ତି ଜୁନିୟର ଏଟିଆରଙ୍କ ନିକଟରେ ୟୁନିଟ ପର୍ସନାଲିଟି ରହିଛି । ଏହାସହ ସେ ନିର୍ଦ୍ଦେଶକ ଅୟାନ ମୁଖାର୍ଜୀଙ୍କ ସହ ପୁଣିଥରେ କାମ କରିବାକୁ ଚାହୁଁଛନ୍ତି । ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶନାରେ ଦୀପିକା ୟେ ଜୱାନି ହେ ଦିୱାନୀରେ କାମ କରି ସାରିଛନ୍ତି । ଏହାସହ ଅଭିନେତ୍ରୀ ଏସ୍‌ଏସ୍ ରାଜାମୌଳିଙ୍କ ସହ ବି କାମ କରିବାକୁ ଇଚ୍ଛା ରଖିଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri