ଲେଡି ସିଙ୍ଘମ ହେବେ ଦୀପିକା

ବମ୍ବେ: ଲେଡି ସିଙ୍ଘମ୍‌ ହେବେ ଦୀପିକା ପାଦ୍ୟୁକୋନ। ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ଆଗାମୀ ଫିଲ୍ମ ‘ସିଙ୍ଘମ ଏଗେନ୍‌’ରେ ନଜର ଆସିବେ ସେ। ଏନେଇ ଘୋଷଣା ହେବା ପରେ ଦୀପିକାଙ୍କ ପ୍ରଶଂସକ ଖୁସିବ୍ୟକ୍ତ କରିଛନ୍ତି।

ଆଉ ଏକ ଖୁସି ଖବର ହେଉଛି ଦୀପିକାଙ୍କ ସହ ଫିଲ୍ମରେ ଅଭିନେତା ଅଜୟ ଦେବଗନ ନଜର ଆସିବେ। ସେ ନିଜର ଲୋକପ୍ରିୟ ଚରିତ୍ର ବାଜିରାଓ ସିଙ୍ଘମ ତୁଲାଇବେ।

୨୦୧୧ରେ ‘ସିଙ୍ଘମ’ ପ୍ରଥମ ଥର ଲାଗି ରିଲିଜ ହୋଇଥିଲା। ଏହାକୁ ବେଶ ପସନ୍ଦ କରାଯିବା ପରେ ୨୦୧୪ରେ ‘ସିଙ୍ଘମ ରିଟର୍ନସ’ ଆସିଥିଲା। ହେଲେ ‘ସିଙ୍ଘମ ଏଗେନ୍‌’ରେ ପ୍ରଥମ ଥର ଲାଗି ଜଣେ ଅଭିନେତ୍ରୀଙ୍କୁ ପୋଲିସ ଭୂମିକାରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମାୟଣରେ ଅପ୍‌ସରା ଚରିତ୍ରରେ ଅଭିନୟ କରିଥିଲେ ଏହି ଲୋକପ୍ରିୟ ଟେଲି ଅଭିନେତ୍ରୀ

ମୁମ୍ବାଇ: ଟେଲି ଅଭିନେତ୍ରୀ ଦିବ୍ୟଙ୍କା ତ୍ରୀପାଠିଙ୍କୁ କିଏ ବା ନ ଜାଣେ। ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ସେ ହେଉଛନ୍ତି ଅନ୍ୟତମ। ‘ବନୁ ମେଁ ତେରୀ...

ପ୍ରଥମ ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ନୁଶରତ୍‌

ପଶ୍ଚିମବଙ୍ଗର ବସିରହାଟରୁ ନବନିର୍ବାଚିତ ତୃଣମୂଳ ସାଂସଦ ନୁଶରତ୍‌ ଜାହାଁ ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କ ସହ ଏକ ରୋମାଣ୍ଟିକ...

ଏହି ଅଭିନେତ୍ରୀଙ୍କ ନାଁରେ ପ୍ରେମସମ୍ପର୍କକୁ ନେଇ ଅଧିକ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତ୍ରୀଙ୍କ ନାଁରେ ପ୍ରେମସମ୍ପର୍କକୁ ନେଇ ଅଧିକ ଚର୍ଚ୍ଚା ହୋଇଥାଏ। ଅର୍ଥାତ୍‌ ସେମାନଙ୍କର ଅନେକ ପ୍ରେମିକ ଥିଲେ। କିଛି ଅଭିନେତ୍ରୀ ବିବାହ ପରେ...

‘ଦ କଶ୍ମୀର ଫାଇଲ୍ସ’କୁ ନେଇ ପ୍ରଶ୍ନ ଉଠାଇଲେ ଆଇଏଫଏଫଆଇର ମୁଖ୍ୟ ଜୁରୀ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଦ୍ୱାରା ନିଦ୍ଦେର୍ଶିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ଚଳିତ ବର୍ଷ ସଫଳତାରେ ସମସ୍ତ ରେକର୍ଡ ଭାଙ୍ଗି ଦେଇଛି ।...

‘ଯବାନ’ରେ ଅଲ୍ଲୁଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ବାଦଶାହ ଶାହରୁଖ ଖାନ୍‌ଙ୍କ ସହ ସ୍କ୍ରିନ ଶେୟାର କରିବେ ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ଅଭିନେତ୍ରୀ ନୟନତାରା ଓ ବିଜୟ ସେଥୁପତିଙ୍କ ପରେ...

ରିଅଲିଟି ଶୋ’ ପୂର୍ବରୁ ହୋଷ୍ଟଙ୍କ ଦୁର୍ଘଟଣା

ସୋନି ଟିଭିରେ ଆରମ୍ଭ ହେବାକୁ ଯାଉଥିବା ରିଅଲିଟି ଶୋ ଇଣ୍ଡିଆଜ୍‌ ଲାପ୍ଟର୍‌ ଚାମ୍ପିଅନ୍‌ର ଶୁଟିଂ ଆରମ୍ଭ ହୋଇଯାଇଛି। ହେଲେ ଶୋ’ର ହୋଷ୍ଟ ପରିଜାଦ କୋଲହାଙ୍କର ଦୁର୍ଘଟଣା...

ତିନି ନମ୍ବର ଫିଲ୍ମର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି ରେଣୁକା

ମୁମ୍ବାଇ: ବଲିଉଡ୍ ମୁଭି ‘ହମ୍ ଆପକେ ହୈ କୌନ’ରେ ସଲମାନ ଖାଁଙ୍କ ଭାଉଜ ଭୂମିକାରେ ନଜର ଆସିଥିବା ରେଣୁକା ସାହାଣେ ଦର୍ଶକଙ୍କ ନିକଟରେ ବେଶ୍ ପରିଚିତ...

ପ୍ରଥମେ ନା, ପରେ ହଁ

କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...

Advertisement
Archives

Model This Week