୯୩,୨୭୭ ଟଙ୍କାର ଟପ୍ ପିନ୍ଧି ପ୍ରଶଂସକଙ୍କ ହୃଦୟ ଜିତିଲେ ଦୀପିକା

ମୁମ୍ବାଇ: ବଲିଉଡ୍ ନାୟିକା ଦୀପିକା ପାଦୁକୋନଙ୍କର ରହିଛନ୍ତି କୋଟି କୋଟି ପ୍ରଶଂସକ । ଅନେକ ଲୋକଙ୍କ କ୍ରସ ହୋଇଥିବା ଦୀପିକା ବଲିଉଡ୍ ଠାରୁ ହଲିଉଡ୍ ପର୍ଯ୍ୟନ୍ତ ସବୁଠି ହିଟ୍ କହିଲେ ଚଳେ । ତାଙ୍କର ଫ୍ୟାଶନ କଥା ଯଦି ଆଲୋଚନା କରାଯାଏ ସେ ତାଙ୍କର ନିଜର ଏକ ଷ୍ଟାଇଲ ମେଣ୍ଟେନ କରନ୍ତି । ଖାସ୍ କଥା ହେଲା ଦୀପିକା ତାଙ୍କ ଡ୍ରେସଠାରୁ ନେଇ ମେକଅପ୍ ପଯ୍ୟନ୍ତ ସବୁଥିରେ ସେ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରନ୍ତି । ଏଥର ଦୀପିକା ତାଙ୍କ ଶାଶୁ ବା ରଣବୀର ସିଂଙ୍କ ମା’ ଅଞ୍ଜୁ ଭବନାନୀଙ୍କ ଜନ୍ମଦିନରେ ଯେଉଁ ଟପ୍ ପିନ୍ଧିଥିଲେ ଏବେ ତାକୁ ନେଇ ଚର୍ଚ୍ଚା ଯୋର ଧରିଛି । ବାଲେନସିଆଗା ବ୍ରାଣ୍ଡର ଏହି ଟପ ସହ ବ୍ଲାକ କଲର ପ୍ୟାଣ୍ଟରେ ଖୁବ୍ ସୁନ୍ଦର ଲାଗୁଥିଲେ ଦୀପିକା । ଏହାର ଦାମ କଥା ଯଦି ଆଲୋଚନାକୁ ଆସେ ତେବେ କେବଳ ଟପର ଦାମ ରହିଥିଲା ୯୩,୨୭୭ ଟଙ୍କା ତାହା ପୁଣି ବାଲେନସିଆଗା ୱେବସାଇଟରେ ମିଳୁନାହିଁ । ଯଦି କେହି ଏହାକୁ ପସନ୍ଦ କରନ୍ତି ତେବେ ଫରଜେରି ୱେବସାଇଟରେ ଏହାକୁ ପାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri