Posted inଖେଳ

ଦୀପିକା, ସାଲୁଙ୍ଖେଙ୍କୁ ବ୍ରୋଞ୍ଜ, ଭାରତକୁ ୭ ପଦକ

ଶାଙ୍ଘାଇ,୧୧ା୫: ଭାରତର ସବୁଠୁ ସଫଳ ତୀରନ୍ଦାଜ ଦୀପିକା କୁମାରୀ ଓ ପାର୍ଥ ସାଲୁଙ୍ଖେ ଆର୍ଚେରୀ ଓ୍ବାଲର୍‌ଡକପ୍‌ ଷ୍ଟେଜ-୨ରେ ରବିବାର ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥିସହିତ ଟୁର୍ନାମେଣ୍ଟରେ ଭାରତ ମୋଟ ୭ ପଦକ ସହ ଅଭିଯାନ ଶେଷ କରିଛି। ଏଥିପୂର୍ବରୁ କମ୍ପାଉଣ୍ଡ ତୀରନ୍ଦାଜମାନେ ୫ଟି ପଦକ ଜିତିଥିଲେ। ଦୀପିକା ମହିଳା ରିକର୍ଭ ବ୍ୟକ୍ତିଗତ ସେମିଫାଇନାଲରେ ଅଲିମ୍ପିକ ଚାମ୍ପିୟନ ଲିମ ଶିହେଅନଙ୍କଠାରୁ ୧-୭ ବ୍ୟବଧାନରେ ପରାଜିତ ହୋଇଥିଲେ। ଏହାପରେ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ୩୦ ବର୍ଷୀୟା ୪ ଥରର ଅଲିମ୍ପିଆନ ୭-୩ ବ୍ୟବଧାନରେ କୋରିଆର କାଙ୍ଗ ଚାଏ ୟଙ୍ଗଙ୍କୁ ହରାଇଛନ୍ତି। ପୁରୁଷ ବିଭାଗରେ ୨୧ ବର୍ଷୀୟ ସାଲୁଙ୍ଖେ ସେମିଫାଇନାଲରେ ଟପ ସିଡ୍‌ କୋରିଆର କିମ୍ବଦନ୍ତୀ କିମ୍‌ ଉଜିନଙ୍କଠାରୁ ୧-୭ରେ ପରାଜିତ ହୋଇଥିଲେ। ବ୍ରୋଞ୍ଜ ପଦକ ପ୍ଲେଅଫ ମ୍ୟାଚ୍‌ରେ ସେ ୬-୪ ବ୍ୟବଧାନରେ ଫ୍ରେଞ୍ଚ ଆର୍ଚର ବାପ୍ଟିଷ୍ଟେ ଆଡିସଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri