ସ୍ବାମୀଙ୍କ ନମ୍ବରକୁ ଫୋନ୍‌ରେ ଏହି ନାଁରେ ସେଭ୍‌ କରିଛନ୍ତି ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଆଜି ତାଙ୍କର ୩୬ତମ ଜନ୍ମଦିନ ପାଳନ କରୁଛନ୍ତି। ବହୁ ସେଲବ୍ରିଟିଙ୍କଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ମଧ୍ୟରେ କେତେ ପ୍ରେମ ଅଛି ତାହା ସମସ୍ତେ ଜାଣନ୍ତି। ସମୟ ସମୟରେ ଦୁହେଁ ପରସ୍ପର ପ୍ରତି ଥିବା ନିଜର ପ୍ରେମ ପ୍ରକାଶ କରିବାକୁ ହାତଛଡ଼ା କରନ୍ତି ନାହିଁ। ପ୍ରଶଂସକମାନେ ଉଭୟଙ୍କ ଯୋଡିକୁ ବହୁତ ପସନ୍ଦ କରନ୍ତି। ରଣବୀର ଏବଂ ଦୀପିକା ପାଦୁକୋନ ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି।
ରଣବୀର ଏବଂ ଦୀପିକା ବିଭିନ୍ନ ଫିଲ୍ମର ଶୁଟିଂ କରିବାକୁ ଯାଆନ୍ତି, ସେମାନେ କ୍ରମାଗତ ଭାବରେ ଫୋନରେ କଥା ହୁଅନ୍ତି। ଏହା ସହ ଜଡିତ ଏକ ମଜାଦାର ବିଷୟ ସାମ୍ନାକୁ ଆସିଛି। ଦୀପିକା ନିଜ ଫୋନ୍‌ରେ ସ୍ବାମୀଙ୍କ ନାଁ ଏକ ମଜାଳିଆ ଅନ୍ଦାଜ୍‌ରେ ସେଭ୍‌ କରିଛନ୍ତି। ସେ ତାଙ୍କ ଫୋନ୍‌ରେ ରଣବୀର ନାଁ ହ୍ୟାଣ୍ଡ୍‌ସମ୍‌ ଲେଖି ସେଭ୍‌ କରିଛନ୍ତି।
୨୦୧୮ରେ ନଭେମ୍ବର ୧୪ରେ ରଣବୀରଏବଂ ଦୀପିକା ବିବାହ କରିଥିଲେ। ବିବାହ ପୂର୍ବରୁ ଉଭୟ ପ୍ରାୟ ୬ ବର୍ଷ ପରସ୍ପରକୁ ଡେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?