ଫଟୋ ଶେୟାର କରି ରଣବୀରଙ୍କ ପାଇଁ ଏମିତି ଲେଖିଲେ ଦୀପିକା

ମୁମ୍ବାଇ: ଫିଲ୍ମ ‘ପଠାନ’ ପାଇଁ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଅଭିନେତ୍ରୀଙ୍କ ଫିଲ୍ମ ଗୀତକୁ ନେଇ ସୋସିଆଲ ମିଡିଆରେ ବିବାଦ ଜାରି ରହିଛି। ଏହି ସମୟରେ ଦୀପିକା ତାଙ୍କର ୩୭ତମ ଜନ୍ମଦିନ ପାଳନ କରିସାରିଛନ୍ତି। ଯେଉଁଥିରେ ପ୍ରଶଂସକଙ୍କ ପାଇଁ ଏକ ସ୍ବତନ୍ତ୍ର ପୋଷ୍ଟ ମଧ୍ୟ ଶେୟାର କରିଥିଲେ। ଏଥିସହିତ ଦୀପିକା ସ୍ବାମୀ ରଣବୀର ସିଂଙ୍କ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ପ୍ରଶଂସକମାନଙ୍କୁ ଜନ୍ମଦିନ ଏବଂ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

ଫଟୋ ଶେୟାର କରି ଦୀପିକା ଲେଖିଛନ୍ତି, ‘ଗତ ବର୍ଷର ଅବସ୍ଥା କିପରି ଥିଲା ତାହାର ଏକ ଝଲକ, ଅନ୍ତତଃପକ୍ଷେ ଅଧିକାଂଶ ଦିନ ଏହିପରି ହୋଇଆସୁଛି। ତା’ଠାରୁ ଅଧିକ, ମୁଁ ନୂଆ ବର୍ଷରେ ଆଉ କ’ଣ କରିବାକୁ ଚାହୁଁଛି? ନୂଆ ବର୍ଷକୁ ଅଭିନନ୍ଦନ ଜଣାଇ ଲେଖିଛନ୍ତି, ‘ଆମ ସମସ୍ତଙ୍କର ଉନ୍ନତି ହେଉ, ଏହି ନୂତନ ବର୍ଷରେ କୃତଜ୍ଞତା ସହ ବଞ୍ଚିବା … ନୂତନ ବର୍ଷର ଶୁଭେଚ୍ଛା।

ଜନ୍ମଦିନର ଶୁଭେଚ୍ଛା ଜଣାଇଥିବା ଶୁଭେଚ୍ଛୁଙ୍କୁ ଧନ୍ୟବାଦ ଜଣାଇବାକୁ ଯାଇ ଦୀପିକା ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା ପାଇଁ ସମସ୍ତଙ୍କୁ ଧନ୍ୟବାଦ। କେବଳ ଏତିକି ନୁହେଁ, ଭିଡିଓ ପାଇଁ ସେ ସ୍ବାମୀ ରଣବୀରଙ୍କୁ ଶ୍ରେୟ ଦେଇ ତାଙ୍କୁ ଟ୍ୟାଗ୍‌ କରିଛନ୍ତି।

ଦୀପିକା-ରଣବୀର ଏହି ସପ୍ତାହ ଆରମ୍ଭରେ ଏକ ବୋଟ୍‌ରେ ଆଲିବାଗରୁ ଫେରିଥିବା ବେଳେ କିଛି ଘଣ୍ଟା ପୂର୍ବରୁ ଉଭୟଙ୍କୁ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଲୋକେ ଏହି କପଲଙ୍କୁ ଖୁବ୍‌ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri