ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ ନଜର ଆସିନାହାନ୍ତି। ଏବେ ତାଙ୍କ ହାତରୁ ଏକ ବଡ଼ ପ୍ରୋଜେକ୍ଟ ଖସିଛି।

ଦୀପିକାଙ୍କୁ ପ୍ରଭାସଙ୍କ ଅଭିନୀତ ଫିଲ୍ମ ସ୍ପିରିଟରୁ ବାହାର କରିଦିଆଯାଇଥିଲା। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଏହାପରେ କଳକି 2898 ADର ସିକ୍ୱେଲରେ ମଧ୍ୟ ଦେଖାଯିବେ ନାହିଁ ବୋଲି ଆଲୋଚନା ହେଉଥିଲା। ଏବେ ଦୀପିକାଙ୍କୁ ଅନ୍ୟ ଏକ ପ୍ରମୁଖ ପ୍ରୋଜେକ୍ଟରୁ ବାହାର କରିଦିଆଯାଇଛି। ଦୀପିକା ଏମି ପୁରସ୍କାର ବିଜେତା ସିରିଜ ‘ଦି ହ୍ବାଇଟ ଲୋଟସ’ର ଚତୁର୍ଥ ସିଜିନର ଅଂଶ ହେବେ ଚର୍ଚ୍ଚା ଜୋର ଧରିଥିଲା। ଏହି ସିରିଜର ନିର୍ମାତାମାନେ ତାଙ୍କୁ ଏହି ପ୍ରୋଜେକ୍ଟର ଅଂଶ ହେବାକୁ ଚାହୁଁଥିଲେ। କିନ୍ତୁ ଦୀପିକା ମନା କରିଦେଇଥିଲେ। କାରଣ ଏଥିପାଇଁ ସେ ଅଡିସନ ଦେବାକୁ ଚାହୁଁ ନ ଥିଲେ। ଯଦି ସେ ଏହି ଧାରାବାହିକର ଅଂଶ ହୋଇଥାନ୍ତେ, ତେବେ ତାଙ୍କର ଲୋକପ୍ରିୟତା ଆହୁରି ବଢ଼ିଯାଇଥାନ୍ତା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…

ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ…

ବନ୍ୟାରେ ଫସଲ ନଷ୍ଟ, ଜମି ବିବାଦକୁ ନେଇ ଚିନ୍ତିତ ଥିଲେ ଚାଷୀ: ଶେଷରେ କୀଟନାଶକ ପିଇ…

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ୍‌ରେ ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବନ୍ୟାରେ ଫସଲ ନଷ୍ଟ…

ପଞ୍ଜାବ ନିର୍ବାଚନ ପୂର୍ବରୁ AAPକୁ ଲାଗିଲା ବଡ଼ ଝଟକା

ଚଣ୍ଡିଗଡ଼,୧।୧୧: ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ଝଟକା ପାଇଛି। ପଟିଆଲା ଜିଲାର ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକମାନେ ଦଳର ପ୍ରାଥମିକ ସଦସ୍ୟତାରୁ…

‘ମୋର କାମ ସମସ୍ତଙ୍କୁ ଖୁସି ରଖିବା ନୁହେଁ…’ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କୁ କାହିଁକି ଏକଥା କହିବାକୁ ପଡ଼ିଲା?ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୧୧: ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର କହିଛନ୍ତି ଯେ, ସମସ୍ତଙ୍କୁ ଖୁସି ରଖିବା ତାଙ୍କ କାମ ନୁହେଁ। ଗମ୍ଭୀର ନିଜର ସ୍ପଷ୍ଟବାଦୀ ସ୍ବଭାବ ଏବଂ…

‘ରାହୁଲ ଦେଶର ବଦନାମ କରୁଛନ୍ତି’ ରାମଲୀଳା ମୈଦାନ ରାଲିକୁ ନେଇ ଜେ.ପି. ନଡ୍ଡାଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୧।୧୧: ଭାଜପା ନେତା ଜେ.ପି. ନଡ୍ଡା ‘ଇଣ୍ଡିଆ’ (INDIA) ମେଣ୍ଟର ରାଲିକୁ ନେଇ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ନଭେମ୍ବର ୧ରେ ହେବାକୁ ଥିବା ଏହି ରାଲିକୁ…

ଖୋଲା ଛାତ ଥିବା ବସରେ ଗଲେ ରାହୁଲ ଗାନ୍ଧୀ, ଅଖିଳେଶ, ମମତା, ଫାରୁକ…

ନୂଆଦିଲ୍ଲୀ,୧।୧୧: ରାମଲୀଳା ମୈଦାନରେ ‘ଇଣ୍ଡିଆ’ (INDIA) ମେଣ୍ଟର ରାଲି ପୂର୍ବରୁ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖୋଲା ଛାତ ଥିବା ବସରେ ମିଣ୍ଟୋ ବ୍ରିଜ ଅଭିମୁଖେ…

ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ, ପ୍ରଶାସନ ପକ୍ଷରୁ ଖାଦ୍ୟ ବଣ୍ଟନ

ଗଞ୍ଜାମ, ୧।୧୧ (ଅନାଥ ତରାଇ): ଋଷିକୁଲ୍ୟା ନଦୀରେ ବନ୍ୟା ଯୋଗୁଁ ଗଞ୍ଜାମ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?