ରେକର୍ଡ ଭାଙ୍ଗିଲା ଦୀପିକାଙ୍କ ଇନଷ୍ଟାଗ୍ରାମ ରିଲ

ମୁମ୍ବାଇ: ବଲିଉଡର ଲେଡି ଷ୍ଟାର ଦୀପିକା ପାଦୁକୋନଙ୍କ ଉପରେ ସାରା ବିଶ୍ୱ ଫିଦା। ଅଭିନେତ୍ରୀ ଯାହା କୁହନ୍ତି, ଲୋକମାନେ ଏହାକୁ ଶୁଣିବାକୁ ପସନ୍ଦ କରନ୍ତି। ଇନଷ୍ଟାଗ୍ରାମରେ ଦୀପିକାଙ୍କର ମଧ୍ୟ ବହୁତ ପ୍ରଶଂସକ ଅଛନ୍ତି। ସମ୍ପ୍ରତି ଅଭିନେତ୍ରୀ ତାଙ୍କ ପ୍ରଶଂସକଙ୍କ ସହ ଏକ ଭିଡିଓ ଶେୟାର କରିଛନ୍ତି, ଯାହା ୟୁଜର୍ସଙ୍କୁ ବହୁତ ପସନ୍ଦ ଆସିଥିଲା।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଅଭିନେତ୍ରୀ ଏକ ମଜାଦାର ଭିଡିଓ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ, ଯେଉଁଥିରେ ସେ ଭାଇରାଲ ଟ୍ରେଣ୍ଡରେ ‘ଜଷ୍ଟ ଲୁକିଂ ଲାଇକ ଏ ଓ୍ବା ..’। ଦୀପିକାଙ୍କ ପ୍ରଶଂସକ ଏବଂ ସେଲିବ୍ରିଟିମାନେ ଏହି ରିଲ ଉପରେ ମଜାଳିଆ କମେଣ୍ଟସ୍‌ ଦେଇଥିଲେ। ଦର୍ଶକେ ଏହି ଭିଡିଓକୁ ଏତେ ପସନ୍ଦ କରିଥିଲେ ଯେ ବର୍ତ୍ତମାନ ଏହି ଭିଡିଓ ଇନଷ୍ଟାଗ୍ରାମରେ ସର୍ବାଧିକ ଦେଖାଯାଇଥିବା ଭିଡିଓରେ ପରିଣତ ହୋଇଛି।
ପିଙ୍କଭିଲ୍ଲାଙ୍କ ରିପୋର୍ଟ ଅନୁଯାୟୀ, ଦୀପିକା ପାଦୁକୋନଙ୍କ ଏହି ଭିଡିଓକୁ ୧୮୫ମିଲିୟନ ଭ୍ୟୁ ମିଳିଛି, ଯାହା ନିଶ୍ଚତ ଭାବେ ଏକ ବଡ଼ କଥା। ଏହା ସହିତ ଦୀପିକାଙ୍କ ଏହି ଭିଡିଓ ବର୍ତ୍ତମାନ ଇନଷ୍ଟାଗ୍ରାମରେ ସର୍ବାଧିକ ଦେଖାଯାଇଥିବା ଭିଡିଓରେ ପରିଣତ ହୋଇଛି।
ସୂଚନାଯୋଗ୍ୟ, ଦୀପିକା ତାଙ୍କ ଟ୍ରୋଲରଙ୍କୁ ଉପଯୁକ୍ତ ଉତ୍ତର ଦେବା ପାଇଁ ଏହି ଭିଡିଓ ପ୍ରସ୍ତୁତ କରିଛନ୍ତି । କଥାହେଲା, ନିକଟରେ ଦୀପିକାଙ୍କୁ ‘କଫି ଓ୍ବିଥ କରନ ୮’ ରେ ଦେଖିବାକୁ ମିଳିଥିଲା। ଏହି ସମୟରେ ଦୀପିକା ରଣବୀରଙ୍କ ସହ ତାଙ୍କ ଖୋଲା ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କଥା ହୋଇଥିଲେ। ସେ କହିଥିଲେ ଯେ ପ୍ରଥମେ ସେ ରଣବୀର ସିଂଙ୍କ ପ୍ରତି ସିରିୟସ ନ ଥିଲେ। ମୁଁ ସେତେବେଳେ ଏକ ଖରାପ ସମ୍ପର୍କରୁ ବାହାରି ଆସିଥିଲି। ସେହି ସମୟରେ ମୁଁ କେବଳ ମଜା କରିବା ଭଳି ଅନୁଭବ କଲି। ଏହି କାରଣରୁ ଅଭିନେତ୍ରୀକୁ ଖରାପ ଟ୍ରୋଲ କରାଯଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri