ପୁରୀ ଗଣବଳାତ୍କାର ଘଟଣାରେ ମୁହଁ ଖୋଲିଲେ ନବୀନ: ଭାଜପା ସରକାରଙ୍କୁ କହିଦେଲେ ବଡ କଥା

ଭୁବନେଶ୍ୱର,୧୬ା୯: ପୁରୀ ଜିଲାର ମା’ ବାଲିହରଚଣ୍ଡୀ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଦୁଃଖ ଓ କ୍ଷୋଭ ବ୍ୟକ୍ତ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ, ରାଜଧାନୀଠାରୁ ୫୦ କିଲୋମିଟର ଦୂରରେ ଏଭଳି ଅପରାଧ ଓଡ଼ିଶାର ଭାଜପା ସରକାରଙ୍କ ବିଫଳତାକୁ ଦର୍ଶାଉଛି।

ନବୀନ କହିଛନ୍ତି, ଭାଜପା ନେତାମାନେ ନାଟକୀୟ ଚିନ୍ତା ପ୍ରକାଶ କରୁଥିବା ବେଳେ ଅପରାଧୀମାନେ ଦିବାଲୋକରେ ମୁକ୍ତ ଭାବେ ଘୁରୁଛନ୍ତି। ଗୋପାଳପୁର, ବାଲେଶ୍ୱର, ବଳଙ୍ଗା ପରି ଅନେକ ଘଟଣାର ପୀଡ଼ିତାଙ୍କୁ ନ୍ୟାୟ ମିଳିନାହିଁ। ସେ ଅଭିଯୋଗ କରିଛନ୍ତି, ଭାଜପା ସରକାର ମହିଳାଙ୍କ ସୁରକ୍ଷା ଓ ସଶକ୍ତିକରଣରେ ବିଫଳ ହୋଇଛନ୍ତି, ଯାହା ଓଡ଼ିଶାର ଆନ୍ତର୍ଜାତୀୟ ପ୍ରତିଷ୍ଠାକୁ କ୍ଷତି ପହଞ୍ଚାଇପାରେ।

ଶୁକ୍ରବାର ବ୍ରହ୍ମଗିରିରେ ଜଣେ ଯୁବତୀ ମନ୍ଦିର ଦର୍ଶନ ବେଳେ ଗଣବଳାତ୍କାର ଶିକାର ହୋଇଥିଲେ। ପୋଲିସ ଅଭିଯୋଗ ପରେ ଚାନ୍ଦିପୁର ଗାଁର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ପଠାଇଛି। ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri