Posted inଜାତୀୟ

ପାଞ୍ଚ ଲକ୍ଷ ୫୧ ହଜାର ଦୀପରେ ଝଲସିବ ଅଯୋଧ୍ୟା

ଲକ୍ଷ୍ନୌ,୧୩ ।୧୧: ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ ସମସ୍ତେ ପ୍ରସ୍ତୁତ ହୋଇ ସାରିଲେଣି । ମର୍ଯ୍ୟାଦା ପୁରୁଷ ରାମଙ୍କ ଜନ୍ମଭୂମୀ ଅଯୋଧ୍ୟାରେ ଦୀପ ଜାଳି ଏହି ପର୍ବକୁ ପାଳନ କରାଯିବା ଲାଗି ପ୍ରସ୍ତୁତି ପ୍ରାୟ ଚୁଡାନ୍ତ ପର୍ଯ୍ୟାୟରେ । ଶୁକ୍ରବାର ଏଠାରେ ପାଖାପାଖି ୫ ଲକ୍ଷ ୫୧ ହଜାର ଦୀପ ଜଳାଇ ଦୀପାବଳି ପାଳନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏଥର ବି ନିଜ ନାଁରେ ଥିବା ବିଶ୍ୱ ରେକର୍ଡକୁ ଭାଙ୍ଗିବ ଅଯୋଧ୍ୟା । ସରଜୁ ନଦୀ କୂଳରେ ଆୟୋଜିତ ହେବାକୁ ଥିବା ଆଳତିକୁ ନେଇ ଉତ୍ସାହିତ ଅଛନ୍ତି ଅଯୋଧ୍ୟାବାସୀ । ଏଥିରେ ସାମିଲ ହେବାକୁ ବାହାର ରାଜ୍ୟରୁ ମଧ୍ୟ ଲୋକେ ପହଞ୍ଚିଛନ୍ତି ଆଉ ଦୀପାବଳି ପାଇଁ ଅଯୋଧ୍ୟ ନଗରୀ ନୂଆ ବୋହୂ ଭଳି ସଜେଇ ହୋଇ ସାରିଲାଣି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କମ୍ ଲୋକେ ଏଥିରେ ସାମିଲ ହେବାକୁ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲେ ବି ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ପହଞ୍ଚିବେ । ୩ଟା ୧୦ରେ ରାମ ଲଲାଙ୍କ ଦର୍ଶନ କରି ଦୀପ ପ୍ରଜ୍ୱଳନ କରିବାର କାର୍ଯ୍ୟକମ ରହିଛି । ତେବେ ରାମଜନ୍ମଭୂମୀ ନିକଟରେ ମଧ୍ୟ ୧୧ ହଜାର ଦୀପ ଜଳିବାର ଯୋଜନା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri