ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ ପୂର୍ବତନ ପୁରୁଷ ବନ୍ଧୁ ଜୟ ଅନନ୍ତଙ୍କ ବିରୋଧରେ ମାନହାନି ମାମଲା କରିଛନ୍ତି ପିନାକୀ ମିଶ୍ର । ଆଇନଜୀବୀ ଜୟ ଅନନ୍ତ ଦେହାଦ୍ରାଇଙ୍କ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ମାନହାନୀ ମାମଲା କରିଛନ୍ତି ବିଜେଡି ଏମପି ପିନାକୀ ମିଶ୍ର । ତାଙ୍କୁ ଆପତ୍ତିଜନକ ନାଁଁରେ ସମ୍ବୋଧନ କରିବା ସହ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା ଆବେଦନରେ ଦର୍ଶାଇଛନ୍ତି ପିନାକୀ ।

ପିନାକୀ ଅଭିଯୋଗ କରିଛନ୍ତି, ‘ଯେତେବେଳେ ଦେହାଦ୍ରାଇ ଓ ମୋଇତ୍ରା ପରସ୍ପରଠାରୁ ଅଲଗା ହେଲେ, ସେତେବେଳେ ମହୁଆଙ୍କ ବିରୋଧରେ ଲାଞ୍ଚ କାରବାର ଓ ଦୁର୍ନୀତି ଭଳି ଏକାଧିକ ଅଭିଯୋଗ ଆଣିଥିଲେ ଦେହାଦ୍ରାଇ । ଏଥିସହ ପିନାକୀଙ୍କ ବାବଦରେ ଆପତ୍ତିଜନକ ଶବ୍ଦ ସବୁ ବ୍ୟବହାର କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri