Posted inଜାତୀୟ

ପରାଜୟ ସ୍ବୀକାର କଲେ ଥରୁର

ନୂଆଦିଲ୍ଲୀ,୧୯।୧୦: ୨୪ ବର୍ଷ ପରେ ଦେଶର ସର୍ବପୁରାତନ ଦଳ କଂଗ୍ରେସକୁ ଅଣଗାନ୍ଧୀ ଅଧ୍ୟକ୍ଷ ମିଳିଛି। ଗତ ୧୭ ତାରିଖରେ ହୋଇଥିବା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ବିଜୟୀ ହୋଇଛନ୍ତି। ତାଙ୍କୁ ୭ ହଜାର ୮୯୭ ଭୋଟ ମିଳିଥିବାବେଳେ ପ୍ରତିଦ୍ୱନ୍ଦ୍ୱୀ ଶଶୀ ଥରୁରଙ୍କୁ ମିଳିଛି ମାତ୍ର ୧୦୭୨ ଭୋଟ। ଥରୁର ଏହି ପରାଜୟ ସ୍ବୀକାର କରିଛନ୍ତି।
ତାଙ୍କ ପରାଜୟ ସ୍ବୀକାର କରି ଶଶି ଥରୁର ମଧ୍ୟ ଟୁଇଟ୍‌ ଯୋଗେ ଲେଖିଛନ୍ତି, କଂଗ୍ରେସକୁ ଅଧ୍ୟକ୍ଷ ପଦ ପାଇବା ଏକ ସମ୍ମାନର ବିଷୟ ଏବଂ ଏହା ଏକ ବଡ଼ ଦାୟିତ୍ୱ ଅଟେ। ମୁଁ ଖାର୍ଗେ ଜିଙ୍କୁ ଏହି କାର୍ଯ୍ୟକୁ ସଫଳତାର ସହିତ ପୂରଣ କରନ୍ତୁ। ଏକ ହଜାରରୁ ଅଧିକ ସହଯୋଗୀଙ୍କ ସମର୍ଥନ ପାଇବା ଏବଂ ସମଗ୍ର ଭାରତରେ ଏତେ ସଂଖ୍ୟକ କଂଗ୍ରେସ ଶୁଭେଚ୍ଛୁଙ୍କ ଆଶା ଏବଂ ଆକାଂକ୍ଷାକୁ ଆଗେଇ ନେବା ଏକ ସୌଭାଗ୍ୟର ବିଷୟ।
ସୂଚନାଯୋଗ୍ୟ, ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଗାନ୍ଧୀ ପରିବାର ବାହାରୁ ଜଣେ ନେତା କଂଗ୍ରେସର ନେତୃତ୍ୱ ନେବେ ଖାର୍ଗେ। ଏହାପୂର୍ବରୁ ସୀତାରାମ କେସରୀ ଅଣଗାନ୍ଧୀ ନେତା ଭାବେ କଂଗ୍ରେସ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମୃତ ମହୋତ୍ସବ ବଜେଟ୍‌ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍‌ ପୂର୍ବ ପରି...

ଦିନକରେ ୪୭ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪...

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା...

କେମିକାଲ୍‌ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ : ୭ ଗୁରୁତର, ୭୦୦ ଲୋକଙ୍କୁ ସ୍ଥାନାନ୍ତର

ଭଦୋଦରା,୩।୬: ଗୁଜରାଟର ଭଦୋଦରାରେ ଏକ ରାସାୟନିକ କାରଖାନାରେ ଗୁରୁବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୭ ଜଣ ଶ୍ରମିକ ଗୁରୁତର ଆହତ...

ଜେଲ୍‌ ଭିତରୁ ସତ୍ୟେନ୍ଦ୍ର ଜୈନଙ୍କ ଆଉ ଏକ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୧୧: ଅର୍ଥ ହେରଫେର ମାମଲାରେ ନ୍ୟାୟିକ ହେପାଜତରେ ଥିବା ଦିଲ୍ଲୀ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ଆଉ ଏକ ଭିଡିଓ...

ଅମରନାଥରେ ବାଦଲଫଟା ବର୍ଷା: ୧୫ ମୃତ

ଶ୍ରୀନଗର,୯।୭: ଜମ୍ମୁ-କଶ୍ମୀର ଅମରନାଥରେ ବାଦଲଫଟା ବର୍ଷା ଯୋଗୁ ଶୁକ୍ରବାର ୧୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ନିଖୋଜ ଅଛନ୍ତି। ତୀର୍ଥସ୍ଥଳରେ ତିଆରି ହୋଇଥିବା ଟେଣ୍ଟ୍‌ ହାଉସ୍‌...

ପୁଣି ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଊପରେ ବର୍ଷିଛନ୍ତି । ଗୁରୁବାର କୋଲକାତାରେ ଆୟୋଜିତ ଏକ...

କଂଗ୍ରେସ ଷ୍ଟାର ପ୍ରଚାରକଙ୍କ ତାଲିକାରେ ନାହିଁ ପ୍ରିୟଙ୍କାଙ୍କ ନାଁ

ନୂଆଦିଲ୍ଲୀ,୧୪।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଗୁରୁବାର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କର ଏକ ତାଲିକା ପ୍ରକାଶ ପାଇଥିଲା। ହେଲେ ଏଥିରେ କଂଗ୍ରେସ...

Advertisement
Archives

Model This Week