ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତ୍ରୁଟିପୂର୍ଣ୍ଣ ହିତାଧିକାରୀ ଚୟନ

ରାଇକିଆ,୨୫ା୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତ୍ରୁଟିପୂର୍ଣ୍ଣ ହିତାଧିକାରୀ ଚୟନ ଯୋଗୁ ଅନେକ ଯୋଗ୍ୟ ହିତାଧିକାରୀ ତାଲିକାଭୁକ୍ତ ହୋଇପାରିନାହାନ୍ତି। ଅନ୍ୟପକ୍ଷରେ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ବିଭିନ୍ନ କ୍ଷେତ୍ରରେ ସ୍ବଚ୍ଛଳ ଅଛନ୍ତି ସେମାନେ ତାଲିକାରେ ସ୍ଥାନ ପାଇଛନ୍ତି। ରାଜ୍ୟ ସରକାର ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ ତାଲିକାକୁ ସ୍ଥଗିତ ରଖି ନିରପେକ୍ଷ ଭାବେ ହିତାଧିକାରୀ ଚୟନ କରିବାକୁ ରାଇକିଆ ଭାଜପା ପକ୍ଷରୁ ଦାବି କରାଯାଇଛି। ଏ ନେଇ ଏକ ସ୍ମାରକପତ୍ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଇକିଆଙ୍କ ଜରିଆରେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦେଇଥିବା ଜଣାପଡ଼ିଛି। ଦଳ ପକ୍ଷରୁ ସନ୍ତୋଷ ଲେଙ୍କା, ଜାମ୍ବବ ପ୍ରଧାନ, ଶରତ ପ୍ରଧାନ, ନାରାୟଣ ପ୍ରସାଦ ମହାନ୍ତି, ସନ୍ତୋଷ ପାତ୍ର, ବୀରେନ୍ଦ୍ର ପ୍ରଧାନ ଏବଂ ଅଭିମନ୍ୟୁ ପଣ୍ଡା ପ୍ରମୁଖ ସାମିଲ ହୋଇଥିବା ବେଳେ ବହୁ ସଂଖ୍ୟାରେ ଭାଜପା କର୍ମୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri