Posted inଜାତୀୟ

ପ୍ରତିରକ୍ଷା ମୁଖ୍ୟ ଅନୀଲ ଚୌହାନଙ୍କ କାର୍ଯ୍ୟକାଳ ୮ ମାସ ବୃଦ୍ଧି

ନୂଆଦିଲ୍ଲୀ,୨୪।୯: ପ୍ରତିରକ୍ଷା ମୁଖ୍ୟ (ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍) ଜେନେରାଲ ଅନୀଲ ଚୌହାନଙ୍କ କାର୍ଯ୍ୟକାଳକୁ ଆଗାମୀ ବର୍ଷ ମେ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରତିରକ୍ଷା ମନ୍ତ୍ରାଳୟ ଅନୁଯାୟୀ, ଜେନେରାଲ ଚୌହାନଙ୍କ ସେବାକାଳ ଆସନ୍ତା ମେ ୩୦ କିମ୍ବା ପରବର୍ତୀ ନିର୍ଦେଶ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ସେ ୨୦୨୨ ମସିହା ସେପ୍ଟେମ୍ବର ୩୦ରୁ ପ୍ରତିରକ୍ଷା ମୁଖ୍ୟ ଓ ସାମରିକ ବ୍ୟାପାର ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri