Posted inଜାତୀୟ

ଧ୍ରୁବ ହେଲିକପ୍ଟର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୧ ।୩: ଦୁଇ ଦିନ ପୂର୍ବରୁ ମୁମ୍ବାଇ ସମୁଦ୍ର କୂଳରେ ଦୁର୍ଘଟଣା ହେବା ପରେ ଭାରତୀୟ ସେନା ଧ୍ରୁବ ହେଲିକପ୍ଟରର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏହା ଏବେ ଜାରି ରହିବ ଯେପର୍ଯ୍ୟନ୍ତ ହେଲିକପ୍ଟର ଦୁର୍ଘଟଣାର କାରଣ ଜଣାପଡିନାହିଁ । ତେଣୁ ଯାଞ୍ଚ ଶେଷ ହେବା ପର୍ଯ୍ୟନ୍ତ ଏହି ହେଲିକପ୍ଟର ଉଡାଣରେ ପ୍ରତିବନ୍ଧକ ଲଗାଯାଇଛି ।
ସୂଚନାଯୋଗ୍ୟ, ଆଡଭାନ୍ସ ଲାଇଟ ହେଲିକପ୍ଟର(ଏଏଲଏଚ) ଧ୍ରୁବ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ହାଲ) ଦ୍ୱାରାନିର୍ମାଣ କରାଯାଇଥିବା ବହୁ ଉଦ୍ଦ୍ୟେଶିୟ ହେଲିକପ୍ଟର । ଏହାର ବ୍ୟବହାର ସେନା ଯବାନଙ୍କ ପରିବହନ ଓ ସାମଗ୍ରୀ ପରିବହନରେ କରାଯାଇଥାଏ । ହାଲର ଅଧିକାରୀମାନେ ମିଡିଆକୁ କହିଛନ୍ତି କି କମ୍ପାନୀ ଏହା ସୁନିଶ୍ଚିତ କରିବା ପାଇଁ ଗ୍ରାହକଙ୍କ ସହ ମିଶି କାମ କରିବ ଯେମିତି ହେଲିକପ୍ଟରର ପରିଚାଳନା ବନ୍ଦ ନ ହୁଏ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri