Posted inଜାତୀୟ

ବ୍ରହ୍ମୋସ୍‌ ପାଇଁ ୧,୭୦୦ କୋଟିର ଡିଲ୍‌

ନୂଆଦିଲ୍ଲୀ,୨୨।୯: ନୌସେନାର ଫ୍ରଣ୍ଟଲାଇନ୍‌ ଯୁଦ୍ଧଜାହାଜରେ ଅତିରିକ୍ତ ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ୍‌ କ୍ଷେପଣାସ୍ତ୍ର ମୁତୟନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ଗୁରୁବାର ୧,୭୦୦ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି। ୨୯୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ଥିବା ବ୍ରହ୍ମୋସ୍‌ ଉଭୟ ସ୍ଥଳଭାଗ ଓ ଶତ୍ରୁପକ୍ଷ ଜାହାଜକୁ ଟାର୍ଗେଟ କରିପାରିବ। ଏଥିପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବ୍ରହ୍ମୋସ୍‌ ଏରୋସ୍ପେସ୍‌ ପ୍ରାଇଭେଟ୍‌ ଲିମିଟେଡ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହା ନୌସେନାର ଆକ୍ରମଣ ସାମର୍ଥ୍ୟ ବୃଦ୍ଧି କରିବ ବୋଲି ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଧ୍ୱନିର ୩ ଗୁଣ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ୍‌ ପୂର୍ବରୁ ଭାରତୀୟ ସ୍ଥଳସେନା ଓ ବାୟୁସେନାରେ ନିୟୋଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ପର୍ଯ୍ୟାୟରେ ହେବ ମହାରାଷ୍ଟ୍ର କ୍ୟାବିନେଟ୍‌ ସମ୍ପ୍ରସାରଣ

ମୁମ୍ବାଇ ୭।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ କ୍ୟାବିନେଟ୍‌ ସମ୍ପ୍ରସାରଣ ଦୁଇଟି ପର୍ଯ୍ୟାୟରେ ହେବ ବୋଲି ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟ ସମ୍ପ୍ରସାରଣ ଜୁଲାଇ ୧୮...

ମହାରାଷ୍ଟ୍ର କ’ଣ ପାକିସ୍ତାନ, ଫଡନାଭିସଙ୍କୁ ଆଦିତ୍ୟଙ୍କ ପ୍ରଶ୍ନ…

ମୁମ୍ବାଇ, ୧୮।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଗୁଜୁରାଟ ପାକିସ୍ତାନ ନୁହେଁ ବୋଲି...

ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି: ଦୂରଦର୍ଶନରେ ପୁଣି ପ୍ରସାରିତ ହେବ ରାମାୟଣ-ମହାଭାରତ

ନୂଆଦିଲ୍ଲୀ,୨୬।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକମାନେ ଘରେ ବନ୍ଦୀ ହୋଇ ରହିଛନ୍ତି।...

ଅସ୍ଥା ଭୋଟରେ ଜିତିଲେ ସୋରେନ…

ରାଞ୍ଚି, ୫।୯ : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବିଧାନସଭାରେ ଆସ୍ଥା ଭୋଟରେ ସୋମବାର ବିଜୟୀ ହୋଇଛନ୍ତି। ତାଙ୍କୁ ୪୮ ଜଣ ବିଧାୟକଙ୍କ ସମର୍ଥନ ମିଳିଛି।...

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ସିବିଆଇ ତଦନ୍ତ ଦାବି କଲେ ରୁପା ଗାଙ୍ଗୁଲି

ମୁମ୍ବାଇ,୨୪।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ନେପୋଟିଜମ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିସହ ତାଙ୍କୁ ନ୍ୟାୟ ଦେବା ପାଇଁ...

ଭାଜପାରୁ ବହିଷ୍କୃତ ହେଲେ ଅଭିଯୁକ୍ତ ବିଧାୟକ କୁଲଦୀପ ସେନ୍‌ଗାର

ଲକ୍ଷ୍ନୌ,୧।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଭାଜପାରୁ ବହିଷ୍କାର କରାଯାଇଛି। ସୂଚନା ଅନୁଯାୟୀ, ଭାଜପାର ପ୍ରଦେଶ ଅଧ୍ୟକ୍ଷ...

ଟିକା ନ ନେଲେ ଦରମା ବନ୍ଦ…

ପାଟନା,୨୪।୫: ବିହାରର ସାରନରୁ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ସାରନ ଜିଲାପାଳ ଏକ ଅଜବ...

‘୩୦ ଘଣ୍ଟା ହେଲା ମେଟ୍ରୋ ଷ୍ଟେଶନରେ ଲୁଚିଛୁ, ବାହାରେ ବୋମା ବର୍ଷୁଛି’

ନୂଆଦିଲ୍ଲୀ,୨୫।୨: ରୁଷିଆ ଆକ୍ରମଣ କରିବାରୁ ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ର ସ୍ବଦେଶ ଫେରିବା ପାଇଁ ସାହାଯ୍ୟ ମାଗୁଛନ୍ତି। କିଛି ଛାତ୍ରୀଛାତ୍ର ସେମାନଙ୍କ ଆପାର୍ଟମେଣ୍ଟ ଛାଡ଼ି ନ...

Advertisement
Archives

Model This Week