Posted inଜାତୀୟ

କାର୍‌ଗିଲ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଶୁକ୍ରବାର ଅର୍ଥାତ୍‌ ଜୁଲାଇ ୨୬ରେ ସମଗ୍ର ଦେଶ ପାଳୁଛି କାର୍‌ଗିଲ ବିଜୟ ଦିବସ। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି ବୀରମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିନ ପାଳନ କରାଯାଉଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଦିଲ୍ଲୀର କାର୍‌ଗିଲ ଓ୍ବାର ମେମୋରିଆଲଠାରେ ପହଞ୍ଚି କାର୍‌ଗିଲ ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଅପରେଶନ ବିଜୟରେ ଭାରତୀୟ ସଶସ୍ତ୍ର ବାହିନୀ ଜମ୍ମୁ-କଶ୍ମୀରର କାର୍‌ଗିଲ ଜିଲାର ଯେଉଁଠାରେ ପାକିସ୍ତାନୀ ସୈନିକ ଏବଂ ଆତଙ୍କବାଦୀମାନେ କବ୍‌ଜା କରିଥିଲେ। ସେହି ଅଞ୍ଚଳକୁ ମୁକ୍ତ  କରିଥିଲେ ଆମର ବୀର ଯବାନମାନେ। ଚଳିତ ବର୍ଷ କାର୍‌ଗିଲ ବିଜୟ ଦିବସ ୨୬ ଜୁଲାଇ ଅର୍ଥାତ୍‌ ଶୁକ୍ରବାରରେ ପାଳନ କରାଯାଉଛି। କାର୍‌ଗିଲ ଯୁଦ୍ଧରେ ଏହା ଭାରତର ବିଜୟର ୨୫ତମ ବାର୍ଷିକୀ। ଏହି ବିଜୟ ଦିବସ ଅବସରରେ ଦେଶର ଅନେକ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ, ଯେଉଁଠାରେ ଲୋକମାନେ ଦେଶର ହିରୋମାନଙ୍କୁ ସ୍ମରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?