Posted inଜାତୀୟ

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତିରକ୍ଷାମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୭: କାରଗୀଲ୍‌ ବିଜୟ ଦିବସର ୨୨ ତମ ବର୍ଷ ପୂରଣ ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦିଲ୍ଲୀ ସ୍ଥିତ ଜାତୀୟ ଯୁଦ୍ଧ ସ୍ମାରକୀଠାରେ ସୋମବାର ପୂର୍ବାହ୍ନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଅଜୟ ଭଟ୍ଟ ମଧ୍ୟ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ, ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶଲ ଆର୍‌.କେ.ଏସ୍‌. ଭଦୋରିଆ ଏବଂ ନୌସେନାର ଭାଇସ୍‌ ଚିଫ୍‌ ଭାଇସ୍‌ ଆଡମିରାଲ ଜି. ଅଶୋକ କୁମାର, ସିଆଇଏସ୍ସି ଭାଇସ୍‌ ଆଡମିରାଲ ଅତୁଲ ଜୈନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri