Odisha Elections 2024

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ ଜିଲାର ୩ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ପୂର୍ବକ ବିଶାଳ ଜନସମାବେଶରେ ମନ୍ତ୍ରୀ ସିଂ ଉଦ୍‌ବୋଧନ ଦେବେ। ସେ ବୁଧବାର ନୂଆଦିଲ୍ଲୀଠାରୁ ରାୟପୁର ଦେଇ କଳାହାଣ୍ଡି ଜିଲାର ଭବାନୀପାଟଣାଠାରେ ଜନସମାବେଶରେ ଯୋଗଦେବା ପରେ ଅପରାହ୍ନ ୩ଟା ୪୦ରେ ରାୟଗଡ଼ା ବାଇପାସ୍‌ ରାସ୍ତାସ୍ଥିତ ବାରିଝୋଲା ପଡ଼ିଆଠାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ କୋରାପୁଟ ଲୋକ ସଭା ପ୍ରାର୍ଥୀ କାଳିରାମ ମାଝି ଏବଂ ବିଷମକଟକ, ରାୟଗଡ଼ା ଓ ଗୁଣପୁର ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ରାୟଗଡ଼ା ଜିଲା ଭାଜପା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

୧୦୦ ପିଲାଙ୍କୁ ୨ ଶିକ୍ଷକ

ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ...

ଆସିକାର ବିକାଶ ଶୀର୍ଷ ଛୁଇଁବ: ମଞ୍ଜୁଳା

ଆସିକା/ବ୍ରହ୍ମପୁର,୧୯ା୫(ସୁରେନ୍ଦ୍ରନାଥ ସାହୁ/ଅଶୋକ କୁମାର ସାହୁ):ଆସନ୍ତା ୨୦ ତାରିଖରେ ଆସିକା ସଂସଦୀୟ କ୍ଷେତ୍ର ଓ ଏହା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ।...

ରାସ୍ତା କାମ ଅଧାରୁ ଛାଡ଼ି ଠିକାଦାର ଛୁ’

ପାଣିକୋଇଲି,୧୯ା୫(ବିକାଶ ମଲ୍ଲିକ)ଅମୃତିଆଠାରୁ ପାଣିକୋଇଲି-ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତା ଏବେ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ପୂର୍ବରୁ ପାଣିକୋଇଲି ରଗଡ଼ି ପୂର୍ତ୍ତ ବିଭାଗ ରାସ୍ତାଠାରୁ ଅମୃତିଆ ଗ୍ରାମ ପର୍ଯ୍ୟନ୍ତ...

‘ପ୍ରତିଶ୍ରୁତି ନାହିଁ ତ ଭୋଟ ନାହିଁ’ ଚେତାବନୀ

ରସୁଲପୁର,୧୯ା୫(ରଞ୍ଜିତ ରାଉତ)ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା, ଗନ୍ଧଣ, ବଡ଼କଇଞ୍ଚି, ଟିକରପଡ଼ା, ରସୁଲପୁର ଓ ରାହାମ୍ବା ୬ ପଞ୍ଚାୟତର ଜୀବନରେଖା ହେଉଛି ମୂଳ ଖରସ୍ରୋତା ନଦୀ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri