ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ। କେତେକ ସ୍ଥାନରେ ପିଲାଙ୍କୁ ଉତ୍ତର ଖାତା ମଧ୍ୟ ବଣ୍ଟା ସରିଥିଲା ଏବଂ କେବଳ ପ୍ରଶ୍ନପତ୍ର ମିଳିବା ବାକିଥିଲା। ଠିକ୍ ସେହି ଶେଷ ମୁହୂର୍ତ୍ତରେ ଗୁରୁବାର ହଠାତ୍ ସମ୍ବଲପୁର ବିଶ୍ୱବିଦ୍ୟାଳୟାଧୀନ ମହାବିଦ୍ୟାଳୟଗୁଡ଼ିକରେ ଯୁକ୍ତ ୩ କଳା ବିଭାଗ ଛାତ୍ରଛାତ୍ରୀଙ୍କ ସେକେଣ୍ଡ ସେମିଷ୍ଟାର ଇଂରାଜୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏଭଳି ଅପ୍ରତ୍ୟାଶିତ ପଦକ୍ଷେପ ପରେ ନିରାଶ ହୋଇ ଛାତ୍ରଛାତ୍ରୀମାନେ ପୁଣି ଘରକୁ ଫେରି ଯାଉଥିବା ଦେଖିବାକୁ ମିଳିଥିଲା।

ବର୍ଷା ଜନିତ ସମସ୍ୟା ଯୋଗୁ ଗୁରୁବାରର ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଥିବା ଛାତ୍ରଛାତ୍ରୀମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବରଗଡ଼ ଟ୍ରଷ୍ଟଫଣ୍ଡ କଲେଜର ଅଧ୍ୟାପକ ଅଶୋକ ବେହେରାଙ୍କୁ ପଚରାଯିବାରୁ ସେ କହିଛନ୍ତି ଯେ, ଗୁରୁବାର ସକାଳୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଥିଲା। ଏହି ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri