ଦେବାଶିଷଙ୍କ ଭବିଷ୍ୟବାଣୀ: ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା

ଭୁବନେଶ୍ୱର, ୧୦।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସିଛି, ରାଜନୈତିକ ଦଳ ସେତିକି ନିର୍ବାଚନୀ ପ୍ରସ୍ତୁତିରେ ଲାଗିପଡିଛନ୍ତି। ଏହି ସମୟରେ ବିଜୁ ଜନତା ଦଳକୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ସେ କହିଛନ୍ତି, ଓଡ଼ିଶାରେ ଡବଲ ଇଂଜିନ ସରକାର ହେବ, ରାଜ୍ୟର ବିକାଶ ହେବ। ଓଡ଼ିଶାରେ ଭାଜପା ସମସ୍ତ ୨୧ ଲୋକ ସଭା ଆସନରେ ଜିତିବ।

ଦେବାଶିଷ ଆହୁରି କହିଛନ୍ତି, ମେଣ୍ଟ ପାଇଁ ଭାଜପା ନୁହେଁ, ବିଜେଡି ଗୋଡ଼ାଉଥିଲା। ନବୀନ ବାବୁ ଓଡ଼ିଆ ଜାତିକୁ ଅନ୍ୟ ହାତରେ ଟେକି ଦିଅନ୍ତୁ ନାହିଁ। ଯଦି ସରକାର ଚଳାଇ ପାରୁନାହାନ୍ତି, ତା’ହେଲେ ଅବସର ନେଇଯାଆନ୍ତୁ। ୨୫ ବର୍ଷ ମୁଖ୍ୟମନ୍ତ୍ରୀ ରହିଲେଣି, ଏବେ ଅବସର ନିଅନ୍ତୁ ନବୀନ ବାବୁ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?