Posted inଖେଳ

ବାଇଚୁଙ୍ଗ ଭୂତିଆ ଷ୍ଟାଡିୟମ ଉଦ୍‌ଘାଟନରେ ବିଳମ୍ବ

ନୂଆଦିଲ୍ଲୀ, ୨୫ା୮ (ପି.ଟି.)-କୋଭିଡ୍‌-୧୯ ମହାମାରୀର ପ୍ରଭାବ ହ୍ରାସ ପାଇଲେ ଭାରତର ଅନ୍ୟତମ ମହାନ ଫୁଟ୍‌ବଲ ଖେଳାଳି ବାଇଚୁଙ୍ଗ ଭୂତିଆଙ୍କ ନାମରେ ତିଆରି କରାଯାଇଥିବା ଷ୍ଟାଡିୟମର ଉଦ୍‌ଘାଟନ ହେବ। ସିକିମରେ ନିର୍ମିତ ୧୫,୦୦୦ ଆସନ ବିଶିଷ୍ଟ ଏହି ଷ୍ଟାଡିୟମରେ ଫ୍ଲଡଲାଇଟ୍‌ର ବ୍ୟବସ୍ଥା ରହିଛି। ଷ୍ଟାର ଫୁଟବଲ ଖେଳାଳିଙ୍କ ଜନ୍ମସ୍ଥାନ ଟିନ୍‌କିଟାମଠାରୁ ୨୫କିଲୋମିଟର ଦୂର ନାମ୍‌ଚିଠାରେ ଏହି ଷ୍ଟାଡିୟମଟି ରହିଛି। ଫୁଟ୍‌ବଲରୁ ଅବସର ନେଇ ସାରିଥିଲେ ମଧ୍ୟ ବାଇଚୁଙ୍ଗ ଭୂତିଆ ଅନେକଙ୍କ ପାଇଁ ରୋଲ୍‌ ମଡେଲ ଓ ପ୍ରେରଣାର ଉତ୍ସ ସାଜିଛନ୍ତି। ଦେଶର ଫୁଟ୍‌ବଲରମାନଙ୍କ ପାଇଁ ସେ ରୋଲ୍‌ ମଡେଲ ମଧ୍ୟ ପାଲଟିଛନ୍ତି ବୋଲି ସିକିମ ଫୁଟ୍‌ବଲ ଆସୋସିଏଶନର ସଭାପତି ମେନ୍‌ଲା ଇଥେନ୍‌ପା କହିଛନ୍ତି। ୧୦୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାରେ ଭୂତିଆ ହେଉଛନ୍ତି ପ୍ରଥମ ଭାରତୀୟ ଫୁଟ୍‌ବଲର। ଜଣେ ଫୁଟ୍‌ବଲରଙ୍କ ନାମରେ ଷ୍ଟାଡିୟମ ନିର୍ମାଣ ହେବା ଦେଶରେ ପ୍ରଥମ ଦୃଷ୍ଟାନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri