ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ବିଶ୍ବବିଦ୍ୟାଳୟର କୁଳପତି ଡ. ପ୍ରତାପ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଛନ୍ତି ।

ଏମ୍‌ପି ନାୟକ ଆଲୋଚନା ବେଳେ କହିଥିଲେ ଯେ, ପରୀକ୍ଷା ଫଳ ପ୍ରକାଶନରେ ବିଳମ୍ବ କାରଣରୁ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ଅଭିଭାବକମାନେ ତାଙ୍କୁ ଅବଗତ କରାଇଛନ୍ତି । ଛାତ୍ରୀଛାତ୍ରମାନଙ୍କ ପରୀକ୍ଷା ଫଳ ଶୀଘ୍ର ପ୍ରକାଶ କରିବାକୁ ଆବଶ୍ୟକ ପଦକ୍ଷେପ ନେବାକୁ ଏମ୍‌ପି ନାୟକ କୁଳପତିଙ୍କୁ କହିଥିଲେ। ଅନ୍ୟପକ୍ଷେ କୁଳପତି ଡ. ମହାନ୍ତି ମଧ୍ୟ ଯଥାଶୀଘ୍ର ପରୀକ୍ଷା ଫଳ ପ୍ରକାଶ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶ ପ୍ରକ୍ରିୟାକୁ ଆଧୁନିକ ଟେକ୍ନୋଲଜି ବ୍ୟବହାର କରିବା ଉପରେ ମଧ୍ୟ ଆଲୋଚନା ହୋଇଥିଲା।

ଉଲ୍ଲେଖଯୋଗ୍ୟ, ଧରଣୀଧର ବିଶ୍ୱବିଦ୍ୟାଳୟର ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ହୋଇସାରିଥିବା ବେଳେ ତୃତୀୟ ସେମିଷ୍ଟର ପାଇଁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହା ସତ୍ତ୍ୱେ ଗୋଟିଏ ହେଲେ ସେମିଷ୍ଟରର ପରୀକ୍ଷା ଫଳ ପ୍ରକାଶିତ ହୋଇନାହିଁ। ଏହାକୁ ନେଇ ଛାତ୍ରୀଛାତ୍ରୀ ଓ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri