ଭାକ୍ସିନ ବିଳମ୍ବ ହେଲେ ଜିଡିପି ଉପରେ ପ୍ରଭାବ

ନୂଆଦିଲ୍ଲୀ,୧୪।୧ ସାରା ଦେଶରେ ଭାକ୍ସିନ ଯୋଗାଣ ଲାଗି ସରକାର ଘୋଷଣା କରିଛନ୍ତି। ଏହା ପର୍ଯ୍ୟାୟ ଭିତ୍ତିରେ ହେବ। ଏଭଳି ସ୍ଥିତିରେ ଯଦି ଭାକ୍ସିନ ଯୋଗାଣରେ ବିଳମ୍ବ ଉପୁଜେ ତେବେ ଏହା ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ଉପରେ ଗଭୀର ପ୍ରଭାବ ପକାଇବ ବୋଲି ଏକ ରିପୋର୍ଟରେ କୁହାଯାଇଛି। ଭାକ୍ସିନରେ ବିଳମ୍ବ ଘଟିଲେ ୨୦୨୧-୨୨ରେ ଜିଡିପି ମାତ୍ର ୬% ବଢ଼ିପାରେ। ସେହିଭଳି ଦରଦାମ ନିୟନ୍ତ୍ରଣକୁ ଆସିଲେ ରିଜର୍ଭ ବ୍ୟାଙ୍କ ୫୦ ବେସିସ୍‌ ପଏଣ୍ଟ ସୁଧ ହାର ହ୍ରାସ କରିପାରେ ବୋଲି ବିଓଏଫ୍‌ଏ ସିକ୍ୟୁରିଟିଜ ପକ୍ଷରୁ ବୁଧବାର ଏକ ରିପୋର୍ଟ ପ୍ରକାଶ ପାଇଛି। ଆସନ୍ତା ଆର୍ଥତ୍କ ବର୍ଷରେ ଜିଡିପି ୯% ବଢ଼ିବା ନେଇ ଏହି ଏଜେନ୍ସି ଆଶା ରଖିଛି। ହେଲେ ଟିକାକରଣରେ ବିଳମ୍ବ ହେଲେ ବଜାର ପ୍ରଭାବିତ ହେବା ଫଳରେ ଜିଡିପି ୬% ରହିପାରେ ବୋଲି ଏହା ଅନୁମାନ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସମ୍ପତ୍ତିର ହେବ ଘରୋଇ କରଣ: ୧୦୦ର ତାଲିକା ପ୍ରସ୍ତୁତ

ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର ୧୦୦ଟି ସରକାରୀ ସମ୍ପତ୍ତିକୁ ଘରୋଇ କରଣ କରିବାକୁ ଯାଉଛନ୍ତି। ଏହାଦ୍ୱାରା ୨୦୨୫ ସୁଦ୍ଧା ଭାରତ ୫...

ଚୂଡାନ୍ତ ପର୍ଯ୍ୟାୟରେ ଫ୍ୟୁଚର ଗ୍ରୁପ-ରିଲାଏନ୍ସ ଡିଲ୍‌

ମୁମ୍ବାଇ,୫।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌)ର ଫ୍ୟୁଚର ଗ୍ରୁପ ଅଧିଗ୍ରହଣ ଡିଲ୍‌ ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ଏଥି ଯୋଗୁ ରିଲାଏନ୍ସର ମଙ୍ଗଳବାର ଶେୟାର କାରବାରରେ ବେଶ ଉନ୍ନତି...

ଭିକି କୌଶଲ ରେଡ୍‌ ଚିଫ୍‌ର ବ୍ରାଣ୍ଡ ଆମ୍ବାସାଡର

  ନୂଆଦିଲ୍ଲୀ,୨୬-୧୧: ଲେୟାନ ଗ୍ଲୋବାଲ ପ୍ରାଇଭେଟ ଲିମିଟେଡର ଅନ୍ୟତମ ଲୋକପ୍ରିୟ ବ୍ରାଣ୍ଡ ରେଡ ଚିଫର ବ୍ରାଣ୍ଡ ଆମ୍ବାସାଡର ଭାବେ ବଲିଉଡ ଅଭିନେତା ଭିକି କୌଶଲଙ୍କୁ ନିଯୁକ୍ତ...

ଆର୍‌ବିଆଇ ଟୁଇଟରରେ ୧୦ ଲକ୍ଷ ଫଲୋଅର

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ଟୁଇଟର ହ୍ୟାଣ୍ଡେଲରେ ଫଲୋଅରଙ୍କ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ରବିବାର ଏ...

ବ୍ୟାଙ୍କିଙ୍ଗ ଉଦ୍ୟୋଗ ମହଙ୍ଗା ଭତ୍ତା ୬୮.୧%

ଭୁବନେଶ୍ୱର,୨-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମେ’ ମାସରେ ୩୧୪ ପଏଣ୍ଟ ଥିଲା। ଏହା ଜୁନରେ ୨ ପଏଣ୍ଟ...

ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ...

୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବିମାନ କଟକଣା

ନୂଆଦିଲ୍ଲୀ: ଆନ୍ତର୍ଜାତିକ ଯାତ୍ରୀବାହୀ ବିମାନ ଉପରେ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଥିବା ସମ୍ପର୍କରେ ଡାଇରେକ୍ଟୋରେଟ୍‌ ଜେନେରାଲ ଅଫ୍‌ ସିଭିଲ ଆଭିଏସନ (ଡିଜିସିଏ) ପକ୍ଷରୁ...

୮ କ୍ଷେତ୍ରରେ ଢାଞ୍ଚାଗତ ସଂସ୍କାର

ନୂଆଦିଲ୍ଲୀ,୧୭।୫-ସରକାରଙ୍କ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଅଧୀନ ବିଭିନ୍ନ ଯୋଜନା ଉପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୪ର୍ଥ ପର୍ଯ୍ୟାୟ ଘୋଷଣା କରିଛନ୍ତି। ଅର୍ଥନୈତିକ...

Advertisement


Archives

Model This Week

Why Dharitri