ବିଜୟରେ ବିଳମ୍ବ , ୮ କମାଣ୍ଡରଙ୍କୁ ବରଖାସ୍ତ କଲେ ପୁଟିନ୍‌…

ମସ୍କୋ, ୧୨।୩ : ୟୁକ୍ରେନ ଯୁଦ୍ଧରେ ବିଜୟରେ ବିଳମ୍ବ ପାଇଁ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କ କ୍ରୋଧ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସେ ଏଥିପାଇଁ ନିଜର ୮ ଜଣ କମାଣ୍ଡରଙ୍କୁ ବରଖାସ୍ତ କରିଛନ୍ତି। ଏହା ସହିତ ପୁଟିନ୍‌ ୟୁକ୍ରେନରେ ଆମେରିକା ଜୈବିକ ଅସ୍ତ୍ରଶସ୍ତ୍ର ତିଆରି କରିବା ପାଇଁ ଏକ କାର୍ଯ୍ୟକ୍ରମ ଚଳାଉଥିବା ଅଭିଯୋଗ କରିଛନ୍ତି।

ୟୁକ୍ରେନର ସୁରକ୍ଷା ପରିଷଦ କହିଛି ଯେ ରୁଷିଆର ବରଖାସ୍ତ କମାଣ୍ଡୋମାନେ ପୂର୍ବ ଏବଂ ଦକ୍ଷିଣ ଅଞ୍ଚଳରେ ମୁତୟନ ଥିଲେ। ପରିଷଦର ମୁଖ୍ୟ ଓଲେକ୍ସି ଡାଲିନୋଭ କହିଛନ୍ତି ଯୁଦ୍ଧର ପ୍ରଥମ ଦୁଇ-ତିନି ଦିନ ମଧ୍ୟରେ ରୁଷିଆ ୟୁକ୍ରେନକୁ ଜିତିବାକୁ ଆଶା କରିଥିଲା। କିନ୍ତୁ ତାହା ହୋଇ ନାହିଁ। ଏହି କାରଣରୁ ପୁଣି ଥରେ ୟୁକ୍ରେନର ପଶ୍ଚିମ ଅଞ୍ଚଳ ଉପରେ ରୁଷିଆ ସୈନ୍ୟ ଆକ୍ରମଣ ଆରମ୍ଭ କରିଛନ୍ତି।

ଆମେରିକାରେ ଅବସ୍ଥାପିତ ଥିବା ରୁଷିଆର ରାଷ୍ଟ୍ରଦୂତ ଭେଜଲି ନେବେଞ୍ଜୟା ଦାବି କରିଛନ୍ତି ଯେ ଆମେରିକାର ସହାୟତାରେ ୟୁକ୍ରେନରେ ୩୦ ଟି ଜୈବିକ ଅସ୍ତ୍ରଶସ୍ତ୍ର କାର୍ଯ୍ୟକ୍ରମ ଚାଲିଛି।

ବାଦୁଡ଼ି ଏବଂ ଅନ୍ୟ ପକ୍ଷୀମାନଙ୍କ ମାଧ୍ୟମରେ ରୁଷିଆରେ ରୋଗର ଭୂତାଣୁ ସଂକ୍ରମଣ କରିବାକୁ ଆମେରିକା ୟୁକ୍ରେନ୍‌ ମିଳିତ ଭାବେ କାର୍ଯ୍ୟ କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri