ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ ବିଚାରପତି ବିଳମ୍ବିତ ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛିନ୍ତି। ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ ବୋଲି CJI ମତପ୍ରକାଶ କରିଛନ୍ତି।

ସାଧାରଣ ଲୋକ ଓ ନ୍ୟାୟ ମଧ୍ୟରେ ଦୁଇଟି ଜିନିଷ ବାଧା ଆଣିଥାଏ। ପ୍ରଥମଟି ମକର୍ଦ୍ଦମାରେ ଖର୍ଚ୍ଚ ହେଉଥିବା ଟଙ୍କା ଏବଂ ଏଥିରେ ବିତୁଥିବା ସମୟ। ବିଳମ୍ବିତ ନ୍ୟାୟ ଲୋକଙ୍କ ଆର୍ଥିକ ସ୍ଥିତି ଏବଂ ସମ୍ମାନ ଉପରେ ପ୍ରଭାବ ପକାଇଥାଏ ବୋଲି CJI କହିଛନ୍ତି।

ଏପରିକି ନ୍ୟାୟପାଳିକାର ୩ଟି ମୂଳ ଲକ୍ଷ୍ୟ ହେବା ଆବଶ୍ୟକ ବୋଲି CJI କହିଛନ୍ତି। ପ୍ରଥମଟି ହେଲେ ସାଧାରଣ ଲୋକଙ୍କ ଉପରେ କମ୍‌ ଚାପ ପକାଇବା। ଦ୍ୱତୀୟଟି ଅନିଶ୍ଚିତତା ଦୂର କରିବା ଏବଂ ତୃତୀୟଟି ସାଧାରଣ ଲୋକଙ୍କ ସମ୍ମାନ ରକ୍ଷା କରିବାକୁ CJI କହିଛନ୍ତି। ସୂର୍ଯ୍ୟକାନ୍ତ CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri