Posted inଜାତୀୟ

କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଜୁନ ୧୧ରେ ମେଗା ରାଲି କରିବ ଏଏପି

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ସରକାରଙ୍କ କ୍ଷମତା ସଂପର୍କରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୋଧରେ ଆମ ଆଦମୀ ପାର୍ଟି(ଏଏପି) ଜୁନ ୧୧ରେ ଦିଲ୍ଲୀର ରାମଲିଲା ମଇଦାନରେ ଏକ ବଡ ରାଲି କରିବାକୁ ଯାଉଛି। ଦଳର କହିବାନୁସାରେ, ଏହି ରାଲିରେ ଏକ ଲକ୍ଷରୁ ଅଧିକ ଲୋକଙ୍କୁ ଏକତ୍ରିତ ହେବା ପାଇଁ ଉଦ୍ୟମ କରାଯିବ। ଏଥିପାଇଁ ଦଳର ନେତାମାନେ ମଧ୍ୟ ଘରକୁ ଘର ବୁଲି ଲୋକଙ୍କ ସମର୍ଥନ ଲୋଡିଛନ୍ତି।

ମଙ୍ଗଳବାର ଦିଲ୍ଲୀ ସରକାରଙ୍କ ଦୁଇଜଣ ବରିଷ୍ଠ ମନ୍ତ୍ରୀ ଏହି ମେଗା ରାଲିକୁ ନେଇ ଘରକୁ ଘର ଅଭିଯାନ କରୁଥିବା ଦେଖିବାକୁ ମିଳିଥିଲା। ଏହି ଅଭିଯାନ ପାଇଁ ଦିଲ୍ଲୀ ସରକାରର ମନ୍ତ୍ରୀ ସୌରଭ ଭରଦ୍ୱାଜ ଗ୍ରେଟର କୈଳାଶ ବିଧାନସଭାର ଶାହପୁର ଜାଟ ଅଞ୍ଚଳରେ ପହଞ୍ଚିଥିଲେ। ଏଠାରେ ସେ ରାଲିରେ ସାମିଲ ହେବାକୁ ନେବାକୁ ଲୋକଙ୍କୁ ନିବେଦନ କରିଥିଲେ ଏବଂ ଏହି ଅଧ୍ୟାଦେଶ ବିଷୟରେ ଲୋକଙ୍କୁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri