Posted inଜାତୀୟ

ଲାଲୁ ଯାଦବଙ୍କୁ ଚିକିତ୍ସା କରିବାକୁ ମନାକଲା ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ,୨୩ ।୩: ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଚିକିତ୍ସା କରିବାକୁ ମନା କରି ଦେଇଛି ଦିଲ୍ଲୀସ୍ଥିତି ଅଲ ଇଣ୍ଡିଆ ମେଡିକାଲ ସାଇନସେସ୍‌(ଏମ୍ସ) । ଏମ୍ସ କହିଛି ସେ ରାଞ୍ଚିରେ ଥିବା ରିମ୍ସରେ ଟ୍ରିଟମେଣ୍ଟ ହୁଅନ୍ତୁ । ମଙ୍ଗଳବାର ଲାଲୁଙ୍କୁ ଦିଲ୍ଲୀ ଏମ୍ସ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ସେଠାରେ ତାଙ୍କୁ ଏମରଜେନ୍ସି ଡିପାର୍ଟମେଣ୍ଟରେ ରଖାଯାଇଥିଲା । ବୁଧବାର ଭୋର ପ୍ରାୟ ୩ଟା ବେଳେ ସେଠାରୁ ତାଙ୍କୁ ଡିସଚାର୍ଜ କରି ଦିଆଯାଇଛି । ବୁଧବାର ଅପରାହ୍ନ ୩ଟା ସୁଦ୍ଧା ସେ ରାଞ୍ଚି ଫେରି ଆସିବେ ବୋଲି ଜଣାପଡିଛି ।
ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ କିଡନୀ ଇନଫେକ୍ସନ ଯୋଗୁ ତାଙ୍କୁ ସ୍ୱତନ୍ତ୍ର ବିମାନରେ ମଙ୍ଗଳବାର ଦିଲ୍ଲୀ ନିଆଯାଇଥିଲା । ସନ୍ଧ୍ୟା ୬ଟାରେ ସେଠାରେ ପହଞ୍ଚିବା ପରେ ଏମ୍ସର ଏମରଜେନ୍ସି ବିଭାଗରେ ରାତି ପ୍ରାୟ ୯ଟାରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ରିମ୍ସ ମେଡିକାଲ ବୋର୍ଡର ଉପଦେଶ କ୍ରମେ ତାଙ୍କୁ ଏମ୍ସ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri