Posted inଜାତୀୟ

ଦିଲ୍ଲୀରେ ବାୟୁ ପ୍ରଦୂଷଣ କରୁଥିବା ୫୦ ଲକ୍ଷ ଗାଡିର ରେଜିଷ୍ଟ୍ରେଶନ ରଦ୍ଦ

ନୂଆଦିଲ୍ଲୀ,୧୯ ।୧୦: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ଦିଲ୍ଲୀ ପରିବହନ ବିଭାଗ ୫୦ ଲକ୍ଷରୁ ଅଧିକ ଗାଡିର ରେଜିଷ୍ଟ୍ରେଶନକୁ ରଦ୍ଦ କରି ଦେଇଛି । ରେଜିଷ୍ଟ୍ରେଶନ ରଦ୍ଦ କରାଯାଇଥିବା ଗାଡି ଗୁଡିକ ମଧ୍ୟରେ ୧୦ ବର୍ଷରୁ ଅଧିକ ପୁରୁଣା ଡିଜେଲ ଗାଡି ଓ ୧୫ ବର୍ଷରୁ ଅଧିକ ପୁରୁଣା ପେଟ୍ରୋଲ ଗାଡି ରହିଛି । ଏସବୁ ଗାଡିର ରେଜିଷ୍ଟ୍ରେଶନ ରଦ୍ଦ କରି ଦିଆଯାଇଛି । ଯଦି ଏହି ଗାଡିକୁ ଦିଲ୍ଲୀ ରାସ୍ତାରେ ଦେଖାଯାଏ ତେବେ ଧରାପଡିଲେ ଏହାକୁ ସିଜ କରି ଦିଆଯିବ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: କମିଯିବ ଗ୍ୟାସ ଦର! ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା LPG ବୋଝେଇ ଜାହାଜ

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri