Posted inଜାତୀୟ

ଦିଲ୍ଲୀରେ ବନ୍ଦ ହେଲା ନିର୍ମାଣ, ଉଚ୍ଛେଦ କାର୍ଯ୍ୟ

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ପୁଣି ବୃଦ୍ଧି ପାଇଛି। ସ୍ଥିତିକୁ ନିୟନ୍ତ୍ରଣରେ କରିବା ଲାଗି ଦିଲ୍ଲୀ କର୍ତ୍ତୃପକ୍ଷ କଟକଣା ଜାରି କରିଛନ୍ତି। ରାଜଧାନୀରେ ସମସ୍ତ ନିର୍ମାଣ ଓ ଉଚ୍ଛେଦ କାର୍ଯ୍ୟକୁ ବନ୍ଦ ରଖାଯାଇଛି। ଅତି ଜରୁରୀ ନ ଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ବାୟୁ ମାନ ପରିଚାଳନା ଆୟୋଗ (ଏସଏକ୍ୟୁଏମ୍‌) ଦିଲ୍ଲୀ-ଏନ୍‌ସିଆର୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ରବିବାର ଅପରାହ୍ନରେ ଦିଲ୍ଲୀରେ ହାରାହାରି ବାୟୁ ମାନ ସୂଚକାଙ୍କ ୪୦୭ ରହିଛି। ବାୟୁ ମାନ ୨୦୧ରୁ ୩୦୦ ମଧ୍ୟରେ ଥିଲେ ଏହାକୁ ନିକୃଷ୍ଟ, ୩୦୧ରୁ ୪୦୦କୁ ଅତି ନିକୃଷ୍ଟ ଏବଂ ୪୦୧ରୁ ୫୦୦କୁ ଗମ୍ଭୀର ବିବେଚନା କରାଯାଇଥାଏ। ନଭେମ୍ବର ୪ରେ ଦିଲ୍ଲୀ ବାୟୁ ମାନ ସୂଚକାଙ୍କ ୪୪୭ରେ ପହଞ୍ଚି ଥିଲା। ସେତିକିବେଳେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନଭେମ୍ବର ୧୪ରେ ସ୍ଥିତିରେ ସାମାନ୍ୟ ଉନ୍ନତି ଆସିବାରୁ କଟକଣା ହଟାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri