Posted inଜାତୀୟ

ଭୁଶୁଡିଲା ବିମାନବନ୍ଦର ଛାତ: ୪ ଗୁରୁତର

ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦିଲ୍ଲୀ ଅଗ୍ନିଶମ ସେବା ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ଭର୍ତ୍ତି କରାଯାଇଛି।
ଦିଲ୍ଲୀ ଅଗ୍ନିଶମ ସେବାର ଜଣେ ଅଧିକାରୀ କହିଛନ୍ତ, ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡି ପଡିଛି। ୩ଟି ଫାୟାର ଇଞ୍ଜିନ ଘଟଣାସ୍ଥଳକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri