Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ପ୍ରକ୍ରିୟା ଆରମ୍ଭ: ଭୋଟରଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟଦାନ ସନ୍ଧ୍ୟା ୫ଟାରେ ଶେଷ ହେବ କିନ୍ତୁ ଧାଡ଼ିରେ ଅପେକ୍ଷା କରିଥିବା ଲୋକମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ନିର୍ବାଚନ କମିଶନ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରିଛନ୍ତି। ସମସ୍ତ ମତଦାନ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି।

ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଲେଖିଛନ୍ତି, ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନରେ ସମସ୍ତ ଆସନ ପାଇଁ ଭୋଟ ଦିଆଯିବ। ମୁଁ ଏଠାକାର ଭୋଟରମାନଙ୍କୁ ପୂର୍ଣ୍ଣ ଉତ୍ସାହର ସହିତ ଗଣତନ୍ତ୍ରର ଏହି ମହୋତ୍ସବରେ ଅଂଶଗ୍ରହଣ କରିବାକୁ ଏବଂ ସେମାନଙ୍କର ମୂଲ୍ୟବାନ ଭୋଟ ଦେବାକୁ ଅନୁରୋଧ କରୁଛି। ଏହି ଅବସରରେ ପ୍ରଥମ ଥର ପାଇଁ ଭୋଟ ଦେବାକୁ ଯାଉଥିବା ସମସ୍ତ ଯୁବ ବନ୍ଧୁମାନଙ୍କୁ ମୋର ବିଶେଷ ଶୁଭେଚ୍ଛା। ମନେରଖନ୍ତୁ ପ୍ରଥମେ ଭୋଟ , ତା’ପରେ ଜଳପାନ!’

ଦିଲ୍ଲୀ ବିଧାନସଭା ନିର୍ବାଚନ ସହିତ ଉତ୍ତର ପ୍ରଦେଶର ମିଲ୍କିପୁର ଏବଂ ତାମିଲନାଡୁର ଇରୋଡ ପୂର୍ବ ବିଧାନସଭା ଉପନିର୍ବାଚନ ପାଇଁ ମଧ୍ୟ ୭ଟାରେ ମତଦାନ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri