Posted inଜାତୀୟ

ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀର ସୁଭାଷ ନଗର ସ୍ଥିତ ଏକ ପାର୍କର ଗ୍ରୀଲ୍‌ରୁ ଝୁଲନ୍ତା ଅବସ୍ଥାରେ ଜଣେ ଭାଜପା ନେତାଙ୍କ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଦିଲ୍ଲୀ ଭାଜପା ପୂର୍ବତନ ଅଧ୍ୟକ୍ଷ ଜି ଏସ ବାୱା। ୫୮ ବର୍ଷୀୟ ବାଓ୍ବା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।ତେବେ ସେ କାହଁକି ଆତ୍ମହତ୍ୟା କରିନ୍ତି ତାହା ଜଣାପଡିନାହିଁ। ସୂଚନାଯୋଗ୍ୟ, ବାଓ୍ବା ଦିଲ୍ଲୀର ଫତେହ ନଗରରେ ରହୁଥିଲେ। ପାର୍କର ଗ୍ରୀଲରେ ତାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ । ପୋଲିସ ଯାଞ୍ଚ କରିବା ସମୟରେ ଏହା ଜି.ଏସ ବାୱାଙ୍କ ମୃତଦେହ ବୋଲି ଜାଣିବାକୁ ପାଇଥିଲା। ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍‌ଫି ନେବାବେଳେ ପ୍ରଶଂସକଙ୍କ ଫୋନ୍‌ ଛଡ଼ାଇନେଲେ ଏହି ସୁପରଷ୍ଟାର: କାରଣ ଜାଣିଲେ…

ନୂଆଦିଲ୍ଲୀ,୭।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ ସୁପରଷ୍ଟାରମାନେ ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ, ବିଜୟ, ଅଜିତ କୁମାର, କମଲ ହାସନ, ଶ୍ରୁତି...

କରୋନା ହାହାକାର : ମୃତ୍ୟୁ ସଂଖ୍ୟା ୫ ହଜାର ଟପିଲା

ନୂଆଦିଲ୍ଲୀ,୧୪।୪: ଦେଶରେ ଏପ୍ରିଲ୍‌ ୭ ଠାରୁ ୧୩ ମଧ୍ୟରେ ମୋଟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୨ ହଜାର ୫୫୦ରେ ପହଞ୍ଚିଛି। ପ୍ରତିଦିନ ଲକ୍ଷେରୁ...

ଝିଅକୁ ବଳାତ୍କାର କଲେ ବାପା, ଜାଣିବା ପରେ ଏମିତି କଲେ ଭାଇ

ଯୋଧପୁର,୫।୯: ରାଜସ୍ଥାନର ଜାଲୋର ଜିଲାରେ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର କରିଥିଲେ। ଏହା ଜାଣିବା ପରେ ପୀଡ଼ିତାଙ୍କ ଭାଇ ଆତ୍ମହତ୍ୟା କରିଥିବା ଘଟଣା...

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା...

ବର ସହ ନିକାହ କରିବାକୁ ମନା କରିବା ପରେ ଥାନାରେ ଧରିଲେ ପ୍ରେମିକଙ୍କ ହାତ

ଲକ୍ଷ୍ନୌ,୨୩।୩: ପରିବାରର ଲୋକଙ୍କ ଚାପରେ ବିବାହ କରୁଥିବା ଜଣେ ମୁସଲିମ ଯୁବତୀ ଅନ୍ତିମ ମିନିଟ୍‌ରେ ପୋଲିସକୁ ଡକାଇ ନିକାହ କାର୍ଯ୍ୟକ୍ରମକୁ ବାତିଲ କରିଥିଲେ। ତା’ ପରେ...

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ...

ପଶ୍ଚିମବଙ୍ଗରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଆତ୍ମହତ୍ୟା

କୋଲକତା,୧।୪: ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆଜି ଅନୁଷ୍ଠିତ ହେଉଥିବାବେଳେ ଏକ ଦୁଃଖଖବର ସାମ୍ନାକୁ ଆସିଛି। ଏଠାରେ ଜଣେ ଭାଜପା କାର୍ଯ୍ୟକର୍ତ୍ତା ଆତ୍ମହତ୍ୟା କରିଛନ୍ତି।...

ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ...

Advertisement
Archives

Model This Week