Posted inଜାତୀୟ

ଦିଲ୍ଲୀ ବୋମା ବିସ୍ଫୋରଣ ଅଭିଯୁକ୍ତ ଉମର ମହମ୍ମଦର କାଶ୍ମୀର ଘର ଭାଙ୍ଗିଲା ସୁରକ୍ଷା ବାହିନୀ

ପୁଲୱାମା,୧୪ା୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ବିସ୍ଫୋରଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଉମର ମହମ୍ମଦ ଓରଫ୍ ଉମର ଉନ୍-ନବିର ଜମ୍ମୁ ଓ କାଶ୍ମୀରସ୍ଥିତ ଘରକୁ ସୁରକ୍ଷା ବାହିନୀ ଆଜି ଭାଙ୍ଗି ଦେଇଛନ୍ତି।

ଶୁକ୍ରବାର ସକାଳେ ଦକ୍ଷିଣ କାଶ୍ମୀରର ପୁଲୱାମାଠାରେ ଥିବା ଏହି ଡାକ୍ତରର ଘରକୁ ଭାଙ୍ଗିବା ପ୍ରକ୍ରିୟାକୁ ସୁରକ୍ଷା ବାହିନୀ ତଦାରଖ କରିଥିଲେ। ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟସ୍ଥ ନେତାଜୀ ସୁଭାଷ ମାର୍ଗର ଏକ ଟ୍ରାଫିକ୍ ସିଗନାଲ୍ ନିକଟରେ ହୋଇଥିବା ଏହି ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ।

ତଦନ୍ତରୁ ଜଣାପଡ଼ିଛି ଯେ ଫରିଦାବାଦର ଅଲ-ଫଲାହ ବିଶ୍ୱବିଦ୍ୟାଳୟରେ ଡାକ୍ତର ଥିବା ଉମର ହିଁ ସେହି Hyundai i20 କାର୍ ଚଲାଉଥିଲା, ଯେଉଁଥିରେ ବିସ୍ଫୋରଣ ହୋଇଥିଲା।

ସୁରକ୍ଷା ବାହିନୀର ଏହି କାର୍ଯ୍ୟାନୁଷ୍ଠାନ ଭାରତୀୟ ମାଟିରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ସମର୍ଥନ କରୁଥିବା ଲୋକଙ୍କୁ ଏକ କଡ଼ା ବାର୍ତ୍ତା ଦେବା ଉଦ୍ଦେଶ୍ୟରେ କରାଯାଇଛି। ଏହା ପୂର୍ବରୁ ମଧ୍ୟ ପହଲଗାମ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରରେ ସାମିଲ୍ ଥିବା ଲୋକଙ୍କ ବିରୋଧରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ବଜେଟକୁ କଟାକ୍ଷ କଲେ ମମତା: କହିଲେ ‘ହମ୍ପଟି ଡମ୍ପଟି’ ବଜେଟ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି। ବଜେଟକୁ ନେଇ ନିରାଶା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ନିର୍ମଳାଙ୍କ ବଜେଟ୍‌ ଉପସ୍ଥାପନ ପରେ ଅମିତ ଶାହାଙ୍କ ପ୍ରତିକ୍ରିୟା, କହିଲେ ୨୦୪୭ ସୁଦ୍ଧା ହେବ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍‌ ସମୟରେ ଅନେକ ବଡ଼ ଘୋଷଣା…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri