Posted inଜାତୀୟ

ମହିଳାଙ୍କୁ ରାଜ୍ୟ ସରକାରଙ୍କ ଉପହାର, ଏବେ ପ୍ରତି ମାସରେ ମିଳିବ ଏତିକି ଟଙ୍କା

ନୂଆଦିଲ୍ଲୀ,୪।୩: ସୋମବାର କେଜ୍‌ରିଓ୍ବାଲ ସରକାରଙ୍କ ଦଶମ ବଜେଟ ଦିଲ୍ଲୀ ଅର୍ଥମନ୍ତ୍ରୀ ଅତିଶୀ ଉପସ୍ଥାପନ କରୁଛନ୍ତି। ବଜେଟରେ ଶିକ୍ଷା ପାଇଁ ୧୬,୩୯୬କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହା ଘୋଷଣା କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, କେଜ୍‌ରିଓ୍ବାଲ ସରକାର ମହିଳା ସମ୍ମାନ ଯୋଜନା ଅଧୀନରେ ଦିଲ୍ଲୀର ପ୍ରତ୍ୟେକ ମହିଳାଙ୍କୁ ୧୦୦୦ଟଙ୍କା ଦେବେ। ୧୮ ବର୍ଷରୁ ଅଧିକ ପ୍ରତ୍ୟେକ ମହିଳାଙ୍କୁ ପ୍ରତି ମାସରେ ୧୦୦୦ଟଙ୍କା ଦିଆଯିବ।

ଦିଲ୍ଲୀ ସରକାର ସ୍ବାସ୍ଥ୍ୟ ବଜେଟ ପାଇଁ ୮୬୮୫ କୋଟି ଟଙ୍କା ରଖିଛନ୍ତି। ଦିଲ୍ଲୀ ସରକାରୀ ଡାକ୍ତରଖାନାଗୁଡ଼ିକର ରକ୍ଷଣାବେକ୍ଷଣ ତଥା ସୁବିଧା ପାଇଁ ୬୨୧୫କୋଟି ଟଙ୍କା ପ୍ରଦାନ କରାଯିବ। ଏଥିସହିତ ମୋହଲ୍ଲଶ କ୍ଲିନିକ ପାଇଁ ୨୧୨କୋଟି ଟଙ୍କା ଖର୍ଚ୍ଚ ହେବ। ବଜେଟ ଭାଷଣ ସମୟରେ ଦିଲ୍ଲୀ ସରକାରୀ ଅର୍ଥମନ୍ତ୍ରୀ ଅତିଶୀ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଗୃହରେ ସତ୍ୟେନ୍ଦ୍ର ଜୈନ ଜିନ୍ଦବାଦ ନାରା ଦିଆଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?