Posted inଜାତୀୟ

ବଢିବ ଦିଲ୍ଲୀ ବିଧାୟକଙ୍କ ଦରମା!

ନୂଆଦିଲ୍ଲୀ,୩ ।୮: ଦିଲ୍ଲୀ କ୍ୟାବିନେଟରେ ବିଧାୟକଙ୍କ ବେତନ-ଭତ୍ତା ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରି ମିଳିଛି । ଦିଲ୍ଲୀ କ୍ୟାବିନେଟର ପ୍ରସ୍ତାବ ଅନୁଯାୟୀ ଏବେ ଦିଲ୍ଲୀ ବିଧାୟକଙ୍କୁ ୩୦ ହଜାର ଟଙ୍କା ମାସିକ ବେତନ ମିଳିବ । ଏବେ ସେମାନଙ୍କର ମାସିକ ବେତନ ୧୨ ହଜାର ଟଙ୍କା ରହିଛି । ମଙ୍ଗଳବାର କ୍ୟାବିନେଟ ଦ୍ୱାରା ମଞ୍ଜୁରୀ ପାଇଥିବା ପ୍ରସ୍ତାବରେ ବିଧାୟକଙ୍କ ବେତନ ଓ ଅନ୍ୟାନ୍ୟ ଭତ୍ତା ମିଶାଇ ଏବେ ସେମାନଙ୍କୁ ୯୦ ହଜାର ଟଙ୍କା ପ୍ରତି ମାସରେ ମିଳିବ । ଏବେ ସେମାନଙ୍କର ବେତନ-ଭତ୍ତା ମିଶାଇ ୫୪ ହଜାର ଟଙ୍କା ରହିଛି । ସୂଚନାଯୋଗ୍ୟ, ୨୦୧୫ରେ ଦିଲ୍ଲୀ ସରକାର ବେତନ ବୃଦ୍ଧି ପ୍ରସ୍ତାବକୁ ଦିଲ୍ଲୀ ବିଧାନସଭାରେ ପାସ୍ କରାଇ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଥିଲେ ହେଲେ କେନ୍ଦ୍ର ସରକାର ଏହାକୁ ସ୍ୱୀକାର କରି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri