ଦିଲ୍ଲୀ କ୍ୟାପିଟଲ୍ସ୍‌କୁ ଝଟ୍‌କା: ଅକ୍ଷର ପଟେଲ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟଲ୍ସ୍‌ କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ୨୦୨୧ ଆଇପିଏଲ୍‌ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଦଳର ଷ୍ଟାର ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଚେନ୍ନାଇ ସୁପର କିଙ୍ଗସ୍‌ ଏବଂ ଦିଲ୍ଲୀ କ୍ୟାପିଟଲ୍ସ୍‌ ମଧ୍ୟରେ ଏପ୍ରିଲ୍‌ ୧୦ରେ ମ୍ୟାଚ୍‌ ମୁମ୍ବାଇଠାରେ ହେବ। ଏପରିସ୍ଥଳେ ଅକ୍ଷରଙ୍କୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ ପଡ଼ିବ। ତେଣୁ ସେ ମ୍ୟାଚ୍‌ରେ ଖେଳି ପାରିବେ ନାହିଁ। ସୂଚନାଯୋଗ୍ୟ, ଏପ୍ରିଲ୍‌ ୯ରୁ ଭାରତରେ ଟି-୨୦-ଆଇପିଏଲ୍‌ର ଚଳିତ ବର୍ଷର ସିଜିନ୍‌ ଆରମ୍ଭ ହେବ। ଏହାର ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ୍‌ ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବେଙ୍ଗାଲୁରୁ ମଧ୍ୟରେ ଚେନ୍ନାଇଠାରେ ଏପ୍ରିଲ୍‌ ୯ରେ ଅନୁଷ୍ଠିତ ହେବ। ଦେଶର ୬ଟି ସହରରେ ଚଳିତ ଥର ଆଇପିଏଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ

ପ୍ୟାରିସ୍‌, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍‌ ଟେନିସ୍‌ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର...

୧୫-୧୮ ବର୍ଷ ବୟସର କିଶୋରଙ୍କୁ ଦିଆଯାଉ କେବଳ କୋଭାକ୍ସିନ: ଭାରତ ବାୟୋଟେକ

ହାଇଦ୍ରାବାଦ,୮ ।୧: ହାଇଦ୍ରାବାଦର ଭ୍ୟାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ ଶୁକ୍ରବାର କହିଥିଲା କି ଦେଖାଯାଉଛି ୧୫-୧୮ ବର୍ଷ ବୟସର କିଶୋରଙ୍କୁ କୋଭାକ୍ସିନ ବ୍ୟତୀତ କରୋନାର...

‘ସାମାଜିକ ଦୂରତ୍ୱ କଡ଼ାକଡ଼ି ପାଳନ କର’

ନୂଆଦିଲ୍ଲୀ,୧୭।୪(ପି.ଟି.): ଲକ୍‌ଡାଉନ ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ...

କାକର ପଡ଼ିବାକୁ ଦେଖି ଖେଳାଳି ଚୟନ କରାଯିବ: ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଆରମ୍ଭ ହୋଇଛି ଟି-୨୦ ବିଶ୍ୱକପ୍‌। ପାକିସ୍ତାନ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବ ଭାରତ। ମ୍ୟାଚ୍‌ଟି ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ଭାରତ ଏକାଦଶରେ କିଏ...

କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ

ସୁୁନ୍ଦରଗଡ, ୨୧।୪ (ଡି.ଏନ୍‌.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି...

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ...

ସୂର୍ଯ୍ୟକୁମାରଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପଣ୍ଟିଂ

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆର ମହାନ କ୍ରିକେଟର ରିକି ପଣ୍ଟିଂ ଭାରତୀୟ ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। ବର୍ତ୍ତମାନ ସମୟରେ କୌଶଳ...

ଚକ୍ରବର୍ତ୍ତୀଙ୍କ ବିନା ଓହ୍ଲାଇଲା କେକେଆର

ମୁମ୍ବାଇ,୨୮।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୧ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ଦିଲ୍ଲୀ...

Advertisement
Archives

Model This Week