ମିଚେଲ ମାର୍ସଙ୍କ ବିସ୍ଫୋରକ ବ୍ୟାଟିଂ: ୮ ଉଇକେଟରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୮ ଉଇକେଟରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ରାଜସ୍ଥାନ ରୟାଲ୍ସର ୧୬୧ ରନ୍‌ର ଟାର୍ଗେଟକୁ ପିଛା କରି ଦିଲ୍ଲୀ କ୍ୟାପିଟାଲ୍ସ ମାତ୍ର ୨ ଉଇକେଟ ହରାଇ ବିଜୟ ହାସଲ କରିଛି। ଦିଲ୍ଲୀ ପକ୍ଷ୍ୟରୁ ମିଚେଲ ମାର୍ସ ବିସ୍ଫୋରକ ବ୍ୟାଟିଂ କରି ୬୨ ବଲରୁ ୮୯ ରନ୍ କରିଥିଲେ। ଡେଭିଡ୍ ୱାର୍ଣ୍ଣର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ସେ ୪୧ ବଲ୍ ଖେଳି ୫୨ ରନ୍ କରିଥିଲେ। ରାଜସ୍ଥାନ ପକ୍ଷରୁ ୟୁଜବେନ୍ଦ୍ର ଚହଲ ଗୋଟିଏ ଉଇକେଟ ନେଇଥିଲେ।

ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଳଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୬୦ ରନ୍‌ ସଂଗ୍ରହ କରି ଥିଲା। ଦଳ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ସର୍ବାଧିକ ୫୦ ରନ୍‌ କରିଥିବାବେଳେ ଦେବଦତ୍ତ ପଡ୍ଡିକଲ ୪୮ ରନ୍‌ କରିଥିଲେ। ଦିଲ୍ଲୀ ପକ୍ଷରୁ ଚେତନ ସକରିଆ, ଏନରିକ୍‌ ନୋର୍ତଜେ ଏବଂ ମିଚେଲ ମାର୍ସ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଏହି ବିଜୟ ସହ ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେ ଅଫ ଦୌଡରେ ଆଉ ପାଦେ ଆଗକୁ ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri