Posted inଖେଳ

ଇଂଲଣ୍ଡ ବ୍ୟାଟର ହ୍ୟାରି ବ୍ରୁକଙ୍କୁ ୪ କୋଟିରେ କିଣିଲା ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ,୧୯।୧୨: ଆଇପିଏଲ୍‌ ୨୦୨୪ ପାଇଁ ନିଲାମ ମଙ୍ଗଳବାର ଦୁବାଇରେ ଅନୁଷ୍ଠିତ ହୋଇଛି। ଇଂଲଣ୍ଡ ବ୍ୟାଟର ହ୍ୟାରି ବ୍ରୁକଙ୍କୁ ଆଇପିଏଲ୍‌ ନିଲାମରେ ଦିଲ୍ଲୀ କ୍ୟାପିଟାଲ୍ସ ୪ କୋଟି ଟଙ୍କାରେ କିଣିଛି। ଆଇପିଏଲ ନିଲାମର ପ୍ରଥମ ସେଟରେ ହ୍ୟାରିଙ୍କ ନାମ ଥିଲା । ଇଂଲଣ୍ଡର ଏହି ବିସ୍ଫୋରକ ବ୍ୟାଟରଙ୍କ ନାମ ଆସିବା ମାତ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଡ୍‌ ଲଗାଇଥିଲା। ଦିଲ୍ଲୀ ସହିତ ରାଜସ୍ଥାନ ରୟାଲ୍ସ ମଧ୍ୟ ଏହି ଖେଳାଳିଙ୍କ ଉପରେ ବିଡ୍‌ ଲଗାଇଥିଲା। ହେଲେ ଶେଷରେ ଦିଲ୍ଲୀ ହ୍ୟାରିଙ୍କୁ ୪ କୋଟି ଟଙ୍କା ଦେଇ ନିଜ ଦଳରେ ସାମିଲ କରିଛି।

ହ୍ୟାରି ଏ ପର୍ଯ୍ୟନ୍ତ କେବଳ ଗୋଟିଏ ଆଇପିଏଲ୍‌ ସିଜନ ଖେଳିଛନ୍ତି । ଗତ ବର୍ଷର ଆଇପିଏଲ ନିଲାମରେ, ସନରାଇଜର୍ସ ହାଇଦ୍ରାବାଦ ଦଳ ୧୩.୨୫ କୋଟି ଟଙ୍କାର ବିପୁଳ ପରିମାଣର ବିଡ୍‌ କରି ତାଙ୍କୁ ନିଜ ଦଳରେ ସାମିଲ କରିଥିଲା, କିନ୍ତୁ ହ୍ୟାରିଙ୍କର ଆଇପିଏଲ ୨୦୨୩ରେ ସେତେଟା ଭଲ ରେକର୍ଡ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri