Posted inଖେଳ

ଆରସିବିକୁ ୨୨୪ ରନ୍‌ର ଟାର୍ଗେଟ୍‌ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୫।୩: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ମ୍ୟାଚ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଆରସିବିର ଅଧିନାୟକ ସ୍ମୃତି ମନ୍ଧାନା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୨ ଉଇକେଟ ହରାଇ ୨୨୩ ରନ ସଂଗ୍ରହ କରିଛି। ଜିତିବାକୁ ଆରସିବିକୁ ୨୨୪ ରନ ସ୍କୋର କରିବାକୁ ପଡିବ।
ଆରସିବି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ଏହି ନିଷ୍ପତ୍ତି ବର୍ତ୍ତମାନ ସଠିକ ପ୍ରମାଣିତ ହୋଇ ନ ଥିଲା। ଦିଲ୍ଲୀ ୨୦ ଓଭରରେ ଦୁଇଟି ଉଇକେଟ ହରାଇ ୨୨୩ ରନ ସଂଗ୍ରହ କରିଥିଲା। ଓପନର୍‌ ଶେଫାଳି ବର୍ମା ଏବଂ ମେଗ ଲାନିଙ୍ଗ ଚମତ୍କାର ବ୍ୟାଟିଂ କରିଥିଲେ। ପ୍ରଥମ ଉଇକେଟ ପାଇଁ ଉଭୟ ୯୧ ବଲରୁ ୧୬୨ ରନ ଭାଗିଦାରୀ କରିଥିଲେ। ୪୫ ବଲରୁ ୮୪ ରନ ସ୍କୋର କରିବା ପରେ ଶେଫାଳି ଆଉଟ ହୋଇଥିଲେ। ସେ ତାଙ୍କ ଇନିଂସରେ ୧୦ ଚୌକା ଓ ଚାରି ଛକା ମାରିଥିଲେ। ଅଧିନାୟକ ମେଗ ଲାନିଙ୍ଗ ୪୩ ବଲରୁ ୭୨ ରନ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri