Posted inଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ, ୧୦ା୪- ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଆଇପିଏଲ୍‌ର ୧୪ ତମ ସଂସ୍କରଣର ଦ୍ୱିତୀୟ ମ୍ୟାଚରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତିି ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ । ପିଚ୍‌କୁ ନଜରରେ ରଖି ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଚେନ୍ନାଇ ସୁପର କିଙ୍ଗ୍ସ ଦଳ: ମହେନ୍ଦ୍ର ସିଂ ଧୋନୀ (ଅଧିନାୟକ/ଉଇକେଟ କିପର), ସୁରେଶ ରାଇନା, ଅମ୍ବାତ୍ତି ରାୟୁଡୁ, ମୋଇନ ଅଲି, ରବୀନ୍ଦ୍ର ଜାଡେଜା, ସାମ କୁରାନ, ଫାଫା ଡୁପ୍ଲେସି, ଡ୍ବେନ ବ୍ରାଭୋ, ଶାର୍ଦ୍ଦୁଳ ଠାକୁର, ଦୀପକ ଚହର, ଋତୁରାଜ ଗାଏକ୍ୱାଡ।

ଦିଲ୍ଲୀ କ୍ୟାପିଟାଲ୍ସ ଦଳ: ରିଷଭ ପନ୍ତ (ଅଧିନାୟକ/ ଉଇକେଟ କିପର), ଶିଖର ଧାଓ୍ବନ, ପୃଥ୍ବୀ ଶ, ଅଜିଙ୍କ୍ୟ ରାହାନେ, ମାର୍କସ ଷ୍ଟୋଇନିସ, ଶିମରନ ହେଟମେୟର, କ୍ରିସ୍‌ ଓ୍ବକ୍ସ, ଆର. ଅଶ୍ୱିନ, ଟମ୍‌ କୁରନ ଅମିତ ମିଶ୍ରା, ଆଭେସ ଖାଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri