Categories: ଖେଳ

ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ୍‌ ରାଇଡର୍ସ ବ୍ୟାଟିଂ ଆରମ୍ଭ କରିଛି। ୩ ଓଭର ଖେଳ ସୁଦ୍ଧା କୋଲକାତା ୨୫ ରନ୍‌ କରି ୧ ଉଇକେଟ ହରାଇଛି। ଟସ୍‌ ପୂର୍ବରୁ ବର୍ଷା ଯୋଗୁ ମ୍ୟାଚ୍‌ ଆରମ୍ଭ ବିଳମ୍ବ ହୋଇଥିଲା।

Share