Advertisement
Posted inଖେଳ

ଭୁଲ୍‌ ଥିଲା ଦିଲ୍ଲୀ କ୍ୟାପିଟାଲ୍ସ ପେସର ନର୍ଟଜେଙ୍କ କୋଭିଡ୍‌ ରିପୋର୍ଟ

ମୁମ୍ବାଇ, ୧୬ା୪- ଦିଲ୍ଲୀ କ୍ୟାପିଟାଲ୍ସ ପେସର ଅନରିଚ ନର୍ଟଜେ ଶୁକ୍ରବାର କଠିନ କ୍ୱାରେଣ୍ଟିନ ଶେଷ କରିଛନ୍ତି। ଭୁଲ କୋଭିଡ୍‌-୧୯ ରିପୋର୍ଟ ଯୋଗୁ ତାଙ୍କୁ ଅଧିକ କିଛି ଦିନ କ୍ୱାରେଣ୍ଟିନରେ ରହିବାକୁ ପଡ଼ିଥିଲା।

ଗତ ସିଜନରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିବା ଦକ୍ଷିଣ ଆଫ୍ରିକୀୟ ପେସରଙ୍କ କ୍ୱାରେଣ୍ଟିନରେ ଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ୩ ଥର ତାଙ୍କର ଆରଟି-ପିସିଆର ଟେଷ୍ଟ କରାଯାଇଥିଲା, ଯାହାର ଫଳାଫଳ ନେଗେଟିଭ ଆସିଛି। କ୍ୱାରେଣ୍ଟିନ ଶେଷ କରିଛନ୍ତି ଆମ ଷ୍ଟାର ପେସର। ଭୁଲ କୋଭିଡ୍‌-୧୯ ରିପୋର୍ଟ ପରେ ୩ ଥର ଟେଷ୍ଟ କରାଯାଇଥିଲା। ତାହାର ରିପୋର୍ଟ ନେଗେଟିଭ ଆସିଛି। ବର୍ତ୍ତମାନ ସେ ଦଳର ବାୟୋବବଲର ଅଂଶ ବୋଲି ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ-୧୩ ସ୍ଥଗିତ

ମୁମ୍ବାଇ,୧୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣ ଚଳିତ ମାସ ୨୯ ତାରିଖରୁ ଆରମ୍ଭ ହେବ ନାହିଁ। ବିଶ୍ୱର ସବୁଠୁ ବିତ୍ତଶାଳୀ ଲିଗ୍‌ ଏପ୍ରିଲ ୧୫...

ଟି-୨୦ ମ୍ୟାଚ୍‌ ବେଳେ ବିସ୍ଫୋରଣ

କାବୁଲ,୩୦।୭: ଆଫଗାନିସ୍ତାନର ଶାପଗିଜା ଟି-୨୦ କ୍ରିକେଟ ଲିଗ୍‌ର ମ୍ୟାଚ ବେଳେ କାବୁଲ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୪ଜଣ ଦର୍ଶକ...

ଏହି ପ୍ରସିଦ୍ଧ କ୍ରିକେଟର ଦେଲେ ଖୁସି ଖବର, ଘରକୁ ଆସିଲା ନୂଆ ଅତିଥି

ଅକଲାଣ୍ଡ,୧୬।୧୨: ନ୍ୟୁଜିଲ୍ୟାଣ୍ଡର ଅଧିନାୟକ କେନ ୱିଲିୟମସନଙ୍କ ଘରେ ନୂଆ ଅତିଥି ଆସିଛି। ୱିଲିୟମସନ ଝିଅର ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ସାରା ବୁଧବାର କନ୍ୟା ସନ୍ତାନ...

ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା

ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୪ ଉଇକେଟ...

ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’

ଇସ୍‌ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

୨୦୧୯ ଏଫଆଇଏଚ୍‌ ପୁରସ୍କାର: ମନପ୍ରୀତ ‘ପ୍ଲେୟର ଅଫ ଦି ଇୟର’

ନୂଆଦିଲ୍ଲୀ, ୧୩।୨- ଭାରତୀୟ ହକି ପାଇଁ ଆସିଛି ଆଉ ଏକ ଖୁସି ଖବର। ଅଧିନାୟକ ମନପ୍ରୀତ ସିଂ ପାଇଛନ୍ତି ଏଫଆଇଏଚ୍‌ ‘ପ୍ଲେୟର ଅଫ ଦି ଇୟର’...

୭ ମ୍ୟାଚ୍‌ରୁ ୭୩୭ ରନ୍‌ କରିଥିବା କ୍ରିକେଟର୍‌ଙ୍କୁ ନିଜ ଦଳରୁ ବାଦ୍‌ ଦେଲେ ଲକ୍ଷ୍ମଣ

ଶିଖର ଧାୱନଙ୍କ ନେତୃତ୍ୱରେ ଭାରତୀୟ ଦଳ ଏବେ ଶ୍ରୀଲଙ୍କା ଗସ୍ତରେ ଅଛି। ଦିନିକିଆ ସିରିଜ ଜୁଲାଇ ୧୩ରୁ ଆରମ୍ଭ ହେଉଛି। ଏହାପୂର୍ବରୁ ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ...

Advertisement
Archives

Model This Week