Posted inଖେଳ

ଆଇପିଏଲରେ ଖେଳିବା ପାଇଁ ଫିଟ୍‌ ହେଲେ ଟିମ୍‌ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ଖେଳିବା ପାଇଁ ଏବେ ଟିମ୍‌ ଇଣ୍ଡିଆ ଖେଳାଳି ଈଶାନ୍ତ ଶର୍ମା ସମ୍ପୂର୍ଣ୍ଣ ଫିଟ୍‌। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ଖେଳିବାକୁ ସୁଯୋଗ ମିଳିପାରେ। ଗୋଇଠି ଜନିସ ସମସ୍ୟା କାରଣରୁ ସେ ଏପର୍ଯ୍ୟନ୍ତ ଚଳିତ ଆଇପିଏଲରେ ଗୋଟିଏ ହେଲେ ମ୍ୟାଚ୍‌ ଖେଳି ନାହାନ୍ତି। ଈଶାନ୍ତ ଦିଲ୍ଲୀ କ୍ୟାପିଟାଲ୍ସର ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ଫିଟ୍‌ ହେବା ଦଳୀୟ ବୋଲିଂ ବିଭାଗ ପାଇଁ ଖୁସି ଖବର ବୋଲି ଫ୍ରାଞ୍ଚାଇଜ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ଭଲ ପସନ୍ଦ କରନ୍ତି ଭାରତୀୟ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍‌ ଷ୍ଟାଇଲ୍‌ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି...

ଇର୍ଫାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଶ୍ରୀଲଙ୍କା ଲିଜେଣ୍ଡ୍‌ସକୁ ହରାଇଲା ଇଣ୍ଡିଆ ଲିଜେଣ୍ଡ୍‌ସ

ମୁମ୍ବାଇ,୧୧।୩- ଇର୍ଫାନ ପଠାନଙ୍କ ଅପରାଜିତ ୫୭ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଇଣ୍ଡିଆ ଲିଜେଣ୍ଡ୍ସ ୫ ଉଇକେଟରେ ଶ୍ରୀଲଙ୍କା ଲିଜେଣ୍ଡ୍ସକୁ ହରାଇ ଦେଇଛି। ଡିଓ୍ବାଇ ପାଟିଲ...

ଐତିହାସିକ ମ୍ୟାଚ୍‌ରେ ପଙ୍କଜ ଅତିଥି

କଟକ ଅଫିସ,୨୩।୧୧- ଇଡେନ୍‌ ଗାର୍ଡେନଠାରେ ଖେଳାଯାଉଥିବା ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ସ୍ବତନ୍ତ୍ର ଅତିଥି ଭାବେ...

ଟ୍ରେନିଂକୁ ଫେରିବେ ଆବିଦ୍‌ ଅଲି

ଡର୍ବି, ୨୦ା୧ (ପି.ଟି.)-ଓପନିଂ ବ୍ୟାଟ୍ସମ୍ୟାନ ଆବିଦ ଅଲି ବୁଧବାର ଟ୍ରେନିଂକୁ ଫେରିବେ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୂଚନା ଦେଇଛି। ଏଠାରେ ରବିବାର ଇଣ୍ଟ୍ରା-ସ୍କ୍ବାଡ୍‌...

କ୍ରିକେଟ ପରେ ଏବେ ଏହି ଖେଳରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି ବ୍ରାଭୋ

ଚେନ୍ନାଇ, ୨।୭: ଓ୍ବେଷ୍ଟଇଣ୍ଡିଜ ଦଳର ଅଲରାଉଣ୍ଡର ଓ୍ବେନ ବ୍ରାଭୋ କ୍ରିକେଟ ଜଗତରୁ ଅବସର ନେଇସାରିଛନ୍ତି। ଏବେ ସେ କ୍ରିକେଟ ଛାଡି ଶୁଟିଂରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି...

ଟି୨୦ କ୍ରିକେଟ୍‌ରୁ ମିଥାଲିଙ୍କ ଅବସର

ନୂଆଦିଲ୍ଲୀ, ୩।୯ (ପି.ଟି.)- ଭାରତର ସିନିୟର ମହିଳା କ୍ରିକେଟର୍‌ ମିଥାଲି ରାଜ ମଙ୍ଗଳବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦୨୧ ଆଇସିସି ବିଶ୍ୱକପ୍‌କୁ...

ବାତିଲ ହୋଇପାରେ ମହିଳା ଟି୨୦ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨୯।୪(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ସମୟରେ ହେଉଥିବା ୩ ଦଳ ବିଶିଷ୍ଟ ମହିଳା ଟି୨୦ ଚ୍ୟାଲେଞ୍ଜ ଏଥର ବାତିଲ ହେବା ସମ୍ଭାବନା ଦେଖାଦେଇଛି।...

ଆଥଲେଟ୍‌ଙ୍କ ଟ୍ରେନିଂ ଆଜିଠାରୁ

ନୂଆଦିଲ୍ଲୀ, ୨୫।୫(ପି.ଟି.)- କରୋନା ଭାଇରସ୍‌ ସଂକ୍ରମଣଜନିତ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ୨ମାସ ଘର ଭିତରେ ରହିବାପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ୍‌ମାନେ ସୋମବାରଠାରୁ ଆଉଟଡୋର ଟ୍ରେନିଂ...

Ten Cric Info
Advertisement


Archives

Model This Week

Why Dharitri