Posted inଖେଳ

ଦିଲ୍ଲୀ କ୍ୟାପିଟାଲ ଖେଳାଳି ଲୁଙ୍ଗି ଏନ୍‌ଗିଡି ଗୁରୁତର

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ ପାଇଁ ଖେଳୁଥିବା ଦକ୍ଷିଣ ଆଫ୍ରିକୀୟ ଖେଳାଳି ଲୁଙ୍ଗି ଏନ୍‌ଗିଡି ଗୁରୁତର ଆହତ ହୋଇଛନ୍ତି। ପଞ୍ଜାବ ଇନିଂସର ତୃତୀୟ ଓଭରରେ ଫିଲ୍ଡିଂ କରୁଥିବା ବେଳେ ଏନ୍‌ଗିଡି ଏକ କ୍ୟାଚ୍‌ ନେବାକୁ ଯାଇ ପଛୁଆ ପଢ଼ିଯାଇଥିଲେ। ଫଳରେ ତାଙ୍କ ମୁଣ୍ଡର ପଛଭାଗରେ ଆଘାତ ଲାଗିଥିଲା।

ତାଙ୍କୁ ତୁରନ୍ତ ମେଡିକାଲ ସହାୟତା ଦିଆଯାଇଥିଲା। ଉଭୟ ଦଳର ଫିଜିଓ ଏବଂ ଡାକ୍ତର ତାଙ୍କ ନିକଟରେ ପହଞ୍ଚି ଚିକିତ୍ସା ଆରମ୍ଭ କରିଥିଲେ। ପରେ ତାଙ୍କୁ ଆମ୍ୱୁଲାନ୍ସ ଯୋଗେ ପଡ଼ିଆରୁ ନିଆଯାଇଥିଲା। ଏନେଇ କିଛି ସମୟ ପାଇଁ ଖେଳ ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri